ନୂଆଦିଲ୍ଲୀ: ଲକଡାଉନ୍ ଶେଷ ହେବା ପରେ ବାକି ଥିବା ୧୦ମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ। ସିବିଏସଇ ବୋର୍ଡ କତ୍ତୃପକ୍ଷ ଆଜି ସ୍ପଷ୍ଟ କରିଛନ୍ତି। ବୁଧବାର ସିବିଏସଇ ପକ୍ଷରୁ ଟୁଇଟ୍ କରି କୁହାଯାଇଛି, ବାକି ଥିବା ୧୦ମ ବୋର୍ଡ ପରୀକ୍ଷାକୁ ନେଇ ଅନେକ ଆଲୋଚନା ହେଉଛି। ହେଲେ ଏପ୍ରିଲ ୧, ୨୦୨୦ରେ ୧୦ମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ଯେଉଁ ନିଷ୍ପତ୍ତି ନିଆଯାଇଛି ସେଥିରେ ବୋର୍ଡ କତ୍ତୃପକ୍ଷ କାଏମ ରହିଛନ୍ତି।ଲକଡାଉନ୍ ଶେଷ ହେଲେ ବାକି ଥିବା ୨୯ଟି ବିଷୟରେ ପରୀକ୍ଷା ହେବ ବୋଲି ସିବିଏସଇ ଟୁଇଟ୍ କରି କହିଛି।
https://twitter.com/cbseindia29/status/1255392121521164290
୨୦୧୯-୨୦ ଶିକ୍ଷାବର୍ଷ ଶେଷ ହୋଇ ଆସୁଥିବା ବେଳେ କରୋନା ଭାଇରସ ପାଇଁ ସାରା ଦେଶ ଲକଡାଉନ୍ ରହିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବାକୁ ଯାଉଛି। ଏଭଳି ସ୍ଥିତିରେ ୧୦ମ ଶ୍ରେଣୀ ପରୀକ୍ଷା ଆଉ ହେବ ନାହିଁ ବୋଲି କିଛି ଖବର ପ୍ରକାଶ ପାଇଥିଲା। ଏହି ଖବର ଗୁଜବ ବୋଲି ସିବିଏସଇ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।