କେନ୍ଦ୍ରର ଗାଇଡଲାଇନ୍ ବଦଳାଇ ପାରିବନି ରାଜ୍ୟ

ନୂଆଦିଲ୍ଲୀ: କଣ୍ଟେନମେଣ୍ଟ ଜୋନ ଭିତରେ ପୂର୍ବଭଳି କଡା କଟକଣା ଜାରି ରହିବ। ସେସବୁ ଅଞ୍ଚଳରେ କେବଳ ଅତ୍ୟାବଶ୍ୟକ କାର୍ଯ୍ୟ ସହ ଅନ୍ୟ କିଛି ହେବ ନାହିଁ। ରାଜ୍ୟ ସରକାରମାନେ ଏସବୁ ଅଞ୍ଚଳରେ ମନଇଚ୍ଛା କୌଣସି କୋହଳ ପଦକ୍ଷେପ ନେଇପାରିବେ ନାହିଁ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଦେଶବ୍ୟାପୀ ଏହି ବ୍ୟବସ୍ଥା ଅନ୍ୟାଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ । ଯେଉଁସବୁ କାର୍ଯ୍ୟ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ନିଷିଦ୍ଧ କରାଯାଇଛି, ତା ବାହାରେ ଥିବା ଅନ୍ୟାନ୍ୟ କାର୍ଯ୍ୟ ଚାଲିପାରିବ। ସ୍ୱରାଷ୍ଟ୍ର […]

Luck down-4.0

Luck down-4.0

Subhransu Sekhar
  • Published: Monday, 18 May 2020
  • Updated: 18 May 2020, 10:10 PM IST

Sports

Latest News

ନୂଆଦିଲ୍ଲୀ: କଣ୍ଟେନମେଣ୍ଟ ଜୋନ ଭିତରେ ପୂର୍ବଭଳି କଡା କଟକଣା ଜାରି ରହିବ। ସେସବୁ ଅଞ୍ଚଳରେ କେବଳ ଅତ୍ୟାବଶ୍ୟକ କାର୍ଯ୍ୟ ସହ ଅନ୍ୟ କିଛି ହେବ ନାହିଁ। ରାଜ୍ୟ ସରକାରମାନେ ଏସବୁ ଅଞ୍ଚଳରେ ମନଇଚ୍ଛା କୌଣସି କୋହଳ ପଦକ୍ଷେପ ନେଇପାରିବେ ନାହିଁ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଦେଶବ୍ୟାପୀ ଏହି ବ୍ୟବସ୍ଥା ଅନ୍ୟାଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ । ଯେଉଁସବୁ କାର୍ଯ୍ୟ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ନିଷିଦ୍ଧ କରାଯାଇଛି, ତା ବାହାରେ ଥିବା ଅନ୍ୟାନ୍ୟ କାର୍ଯ୍ୟ ଚାଲିପାରିବ।

ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ସଂଶୋଧିତ ନିର୍ଦ୍ଦେଶାବଳୀରେ ଲକଡାଉନ କଟକଣାକୁ ଯଥେଷ୍ଟ କୋହଳ କରାଯାଇଥିଲେ ମଧ୍ୟ ରାଜ୍ୟ ସରକାରମାନେ ମନଇଚ୍ଛା ତାହାକୁ ଅଧିକ କୋହଳ ଓ ଏପଟ ସେପଟ କରିପାରିବେ ନାହିଁ । ଆବଶ୍ୟକ ପଡିଲେ ରାଜ୍ୟ ସରକାର ସମୂହ ସ୍ଥାନୀୟ ଆବଶ୍ୟକତା, ସ୍ଥିତି ଓ ବାସ୍ତବତାକୁ ବିଚାରକୁ ନେଇ କଟକଣାକୁ ଅଧିକ କଠୋର ଏବଂ କେତେକ କାମ ଉପରେ ନିଷେଧାଜ୍ଞା ଜାରି କରିପାରିବେ।

ସେହିପରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ଯେ ସ୍ଥାନୀୟ ଭାବେ କୌଣସି ଜୋନ ନିର୍ଦ୍ଧାରଣ କରିବା ବେଳେ ରାଜ୍ୟ ସରକାରମାନଙ୍କୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁସାରେ କାମ କରିବାକୁ ପଡିବ। ଏ କ୍ଷେତ୍ରରେ ଧାର୍ଯ୍ୟ ନୀତିନିୟମ ପାଳନ କରାଯିବ।

କୋଭିଡ-୧୯ର ମୁକାବିଲା ପାଇଁ ଦେଶରେ ଜାରି ହୋଇଥିବା ଲକଡାଉନ୍ କଟକଣା ସମ୍ପର୍କରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୧୭ ତାରିଖରେ ଗାଇଡଲାଇନ୍ ଜାରି କରିଥିଲେ। ଏଥି ସହିତ ଚତୁର୍ଥ ପର୍ଯ୍ୟାୟ ଲକଡାଉନକୁ ଲାଗୁ କରାଯିବା ସହ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କେନ୍ଦ୍ର କହିଛି।

ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବା ନୂଆ ଗାଇଡ ଲାଇନ (ନିର୍ଦ୍ଦେଶାବଳୀ) ଅନୁସାରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁସାରେ ଏବେ ନିଜ ନିଜର ରେଡ୍, ଅରେଞ୍ଜ ଓ ଗ୍ରୀନ୍ ଜୋନଗୁଡିକର ଚିହ୍ନଟ ଓ ନିର୍ଦ୍ଧାରଣ କରିପାରିବେ । ଏହିସବୁ ଜୋନ ମଧ୍ୟରେ ଥିବା କଣ୍ଟେନମେଣ୍ଟ ଓ ବଫର ଜୋନର ଚିହ୍ନଟକରଣ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ପୃକ୍ତ ଅଞ୍ଚଳର ବୈଷୟିକ ପରିସ୍ଥିତିକୁ ବିଚାରକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶାବଳୀ ଅନୁସାରେ ନିର୍ଦ୍ଧାରଣ କିମ୍ବା ପୁନଃ ନିର୍ଦ୍ଧାରଣ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story