ସିଆରପିଏଫ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର: ଜମ୍ମୁ କଶ୍ମୀରର ସୋପୋରରେ ଏକ ସିଆରପିଏଫ ପାଟ୍ରୋଲିଂ ଟିମ୍ ଉପରକୁ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ଆଉ ଜଣେ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଛି। ତିନି ସିଆରପିଏଫ ଯବାନ ଆହତ ଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ରହିଛି। ସମସ୍ତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ତିନି ବର୍ଷର ଛୋଟ ଛୁଆ ଦେହରେ ଗୁଳି ବାଜିଥାନ୍ତା। ହେଲେ ପାଖରେ […]

crpf 650

crpf 650

Subhransu Sekhar
  • Published: Wednesday, 01 July 2020
  • Updated: 01 July 2020, 10:11 AM IST

Sports

Latest News

ଶ୍ରୀନଗର: ଜମ୍ମୁ କଶ୍ମୀରର ସୋପୋରରେ ଏକ ସିଆରପିଏଫ ପାଟ୍ରୋଲିଂ ଟିମ୍ ଉପରକୁ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ଆଉ ଜଣେ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଛି। ତିନି ସିଆରପିଏଫ ଯବାନ ଆହତ ଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ରହିଛି। ସମସ୍ତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ତିନି ବର୍ଷର ଛୋଟ ଛୁଆ ଦେହରେ ଗୁଳି ବାଜିଥାନ୍ତା। ହେଲେ ପାଖରେ ଉପସ୍ଥିତ ଥିବା ପୁଲିସ ଅଧିକାରୀ ଛୋଟ ଛୁଆଟିକୁ ଗୁଳି ମାଡ଼ରୁ ଉଦ୍ଧାର କରିଛନ୍ତି।

https://twitter.com/ANI/status/1278178612122959878

ବରୁମୁଲା ଜିଲ୍ଲାର ସୋପୋର ସହରରେ ସକାଳ ୭ଟା ୩୦ରେ ଆତଙ୍କବାଦୀ ଆକ୍ରମଣ କରିଥିବା ସୂଚନା ରହିଛି। ପାଟ୍ରୋଲିଂ ଟିମରେ ଉଭୟ ସିଆରପିଏଫ ଓ ପୁଲିସ କର୍ମଚାରୀ ଉପସ୍ଥିତ ଥିବା ଜଣାପଡ଼ିଛି।

https://twitter.com/ANI/status/1278171174682402816

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story