ନୂଆଦିଲ୍ଲୀ: ଆଜି ଚନ୍ଦ୍ରଯାନ-୨ର ଉତ୍କ୍ଷେପଣ ହେବ। ଦିନ ୨ଟା ୪୩ ମିନିଟରେ ଚନ୍ଦ୍ରଯାନ-୨କୁ ନେଇ ଜହ୍ନ ରାଇଜକୁ ଯାତ୍ରା କରିବ ସବୁଠାରୁ ଶକ୍ତିଶାଳୀ ୬୪୦ ଟନ୍ ଓଜନ ବିଶିଷ୍ଟ GSLV ମାର୍କ -3 ରକେଟ୍ ‘ବାହୁବଳୀ’।
ଗତ ୧୫ ତାରିଖରେ ଏହି ମିଶନ୍ ହେବାର ଥିଲା। ହେଲେ ଶେଷ ମୁହୂର୍ତ୍ତରେ କ୍ରାଓଜେନିକ ଇଞ୍ଜିନରେ ତ୍ରୁଟି ଯୋଗୁ ଉତ୍କ୍ଷେପଣକୁ ସ୍ଥଗିତ ରଖାଯାଇଥିଲା। ସେହି ତ୍ରୁଟିକୁ ସଜଡ଼ାଯାଇଛି। ଏଥିସହ ଉତ୍କ୍ଷେପଣର ରିହର୍ସଲ ମଧ୍ୟ ତ୍ରୁଟିଶୂନ୍ୟ ଥିବା ଇସ୍ରୋ ଅଧ୍ୟକ୍ଷ କେ. ଶିବମ୍ କହିଛନ୍ତି। ତେଣୁ ମିଶନ୍ ଚନ୍ଦ୍ରଯାନ-୨ ପାଇଁ ଇସ୍ରୋ ପୂରା ପ୍ରସ୍ତୁତ ରହିଛି।
ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟାର ସତୀଶ ଧଓ୍ୱନ୍ ମହାକାଶ କେନ୍ଦ୍ରରୁ ଚନ୍ଦ୍ରଯାନ-୨କୁ ନେଇ ‘ବାହୁବଳୀ’ ଯାତ୍ରା ଆରମ୍ଭ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
National
ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ
ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁଙ୍କର ମୃତ୍ୟୁ ଘଟିଥିଲା।