ଚେନ୍ନାଇ: ତାମିଲନାଡୁର ବୃଦ୍ଧାଚଲମ୍ ନିକଟସ୍ଥ ପୁଭନୁରଠାରେ ଶୁକ୍ରବାର ରାତି ପ୍ରାୟ ୨ଟା ବେଳେ ଚେନ୍ନାଇ-ମାଙ୍ଗାଲୋର ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବାରୁ ୩୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଟ୍ରେନଟିର ତିନିଟି ଡବା ଲାଇନଚ୍ୟୁତ ହୋଇଥିଲା। ଟ୍ରେନଟି ଲାଇନଚ୍ୟୁତ ହେବାର କାରଣ ଜଣାପଡ଼ିନାହିଁ।
ଏହା ପୂର୍ବରୁ ଗୁରୁବାର ଜୟପୁର ଜଙ୍ଗସନରେ ଜୟପୁର-ଚେନ୍ନାଇ ଏକ୍ସପ୍ରେସର ଇଞ୍ଜିନ୍ ଓ ଦୁଇଟି ବଗି ଲାଇନଚ୍ୟୁତ ହୋଇଥିଲା। ତେବେ ଟ୍ରେନଟିର ବେଗ ବହୁତ କମ୍ ଥିଲା। ତେଣୁ କୌଣସି ଯାତ୍ରୀ ଆହତ ହୋଇ ନଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।