ବେଜିଂ: ଦକ୍ଷିଣ ଚୀନର ଲଙ୍ଗଙ୍ଗା ଜିଲ୍ଲା ଅନ୍ତର୍ଗତ ହୁଲୁଦାଓ ସହର ଲିଆଓନିଂ ପୋଭିନେସରେ ଶୁକ୍ରବାର ଏକ ବଲ୍ଡିଂରେ ଘଟିଥିବା ବିସ୍ଫୋରଣରେ ୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧଼୧ ଜଣ ଆହତ ହୋଇଛନ୍ତି । ଶୁକ୍ରବାର ସକାଳ ପ୍ରାୟ ୫ଟାରେ ଏହି ବିସ୍ଫୋରଣ ଘଟିଥିଲା । ଗ୍ୟାସ ଯୋଗୁ ଏପରି ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି ବୋଲି ଦକ୍ଷିଣ ଚୀନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡିଛି । ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଗତ ୩୧ ତାରିଖରେ ସମାନ ଭାବେ ଏକ ଘରେ ବିସ୍ଫୋରଣରେ ଘଟି ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।