ୱାଶିଂଟନ୍: ଦକ୍ଷିଣ ଆମେରିକାର ଚିଲିରେ ଗୁରବାର ସକାଳେ ଅନୁଭୂତ ହୋଇଛି ବଡ଼ ଧରଣର ଭୂକଂପ। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୮.୩ ଥିଲା। ଏହାର କେନ୍ଦ୍ରସ୍ଥଳୀ ଇଲୋପେଲ୍ ସହରଠାରୁ ୫୫ କିଲୋମିଟର ଦୂରରେ।
ଚିଲି ରାଜଧାନୀ ସେନାଟିୟାଗୋରେ ଭୂକମ୍ପ ଯୋଗୁଁ ଉଚ୍ଚ ଅଟ୍ଟାଳିକାଗୁଡିକରେ ବ୍ୟାପକ କ୍ଷତି ଘଟିଛି। ଭୂକମ୍ପ ଯୋଗୁଁ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଆହତ ହୋଇଥିବା ସୂଚନା ମିଳିଛି ।
ଚିଲିରେ ଭୂକଂପ ପରେ ପେରୁ ଓ ହବାଇ ଆଦିରେ ସୁନାମୀ ଚେତାବନୀ ଦିଆଯାଇଛି। ଏହା ସହିତ କାଲିଫର୍ଣ୍ଣିଆଠାରୁ ଆରମ୍ଭ କରି ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ମଧ୍ୟ ସୁନାମୀ ଚେତବାନୀ ଦିଆଯାଇଛି। ଏଥିପାଇଁ ହାଇଆଲର୍ଟ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଖାଲି କରିବାକୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।