ସାଂଘାଇ:ଚୀନ ଗସ୍ତର ତୃତୀୟ ଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇରେ ଇଣ୍ଡିଆ-ଚାଇନା ବିଜନେସ୍ ଫେ।ରମ୍ରେ ଉଦ୍ବୋଧନ ଦେବେ। ତାସହ ଏହି ଅବସରରେ ଚୀନର ବହୁ ବଡ଼ ବଡ଼ କମ୍ପାନୀର ପ୍ରାୟ ୨୦ଜଣ ସିଇଓମାନଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି। ତାସହ ଆଜି ପ୍ରାୟ ୧୦ ବିଲିୟନ ଡଲାର ବିଶିଷ୍ଟ ବିଭିନ୍ନ ବାଣିଜ୍ୟିକ ଚୁକ୍ତି ମଧ୍ୟ ସ୍ୱାକ୍ଷର କରିବା କାର୍ଯ୍ୟକ୍ରମ ରହିଛି। ବିଜନେସ୍ ଫେ।ରମରେ ଯୋଗଦେବାକୁ ଗତକାଲିଠାରୁ ବେଜିଂରୁ ଆସି ସାଂଘାଇରେ ପହଞ୍ଚିଛନ୍ତି। ଗତକାଲି ବେଜିଂରେ ମୋଦି ଓ ଚୀନ୍ ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଦ୍ବିପାକ୍ଷିକ ଆଲୋଚନା ସହ ଉଭୟଙ୍କ ଉପସ୍ଥିତିରେ ସ୍ୱାକ୍ଷର ହୋଇଥିଲା ରେକର୍ଡ ସଂଖ୍ୟକ ୨୪ଟି ରାଜିନାମା।ଚୀନ୍ ଗସ୍ତ ସାରି ମୋଦି ମଙ୍ଗେ।ଲିଆ ଓ ସାଉଥ୍ କୋରିଆ ଯିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।