କାଏରୋ: ଇଜିପ୍ଟର ରାଜଧାନୀ କାଏରୋରେ ଶନିବାର ସକାଳ ପ୍ରାୟ ୬.୩୦ମିନିଟରେ ଏକ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ଏକ କୋଠା କ୍ଷତିଗ୍ରସ୍ତ ହୋଇଥିବା ବେଳେ ୫ଜଣ ପୋଲିସ କର୍ମଚାରୀଙ୍କ ଆହତ ହୋଇଛନ୍ତି । ଆହତମାନଙ୍କୁ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି।
ସୂଚନାଯୋଗ୍ୟ, ୨୦୧୩ର ଜୁଲାଇରେ ମୁସଲମାନ ରାଷ୍ଟ୍ରପତି ମହମଦ୍ ମୋରିସଙ୍କୁ ଗାଦିଚ୍ୟୁତ କରାଯିବା ପରଠାରୁ ଇଜିପ୍ଟରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶତାଧିକ ଯବାନ ଓ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିସାରିଲାଣି। ଏହି ସମୟ ମଧ୍ୟରେ ସୁରକ୍ଷାକର୍ମୀଙ୍କ କାର୍ଯ୍ୟାନୁଷ୍ଠାନରେ ଅତିକମରେ ୧୪୦୦ ଆନ୍ଦୋଳନକାରୀଙ୍କ ମୃତ୍ୟୁ ହୋଇସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
National
ନକଲି ଡାକ୍ତରଙ୍କ ମେଳି: ଭବ୍ୟ ଉଦଘାଟନର ଦିନକ ପରେ ସିଲ୍ ହେଲା ହସ୍ପିଟାଲ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
Guest Column
ସ୍ୱାଧୀନତାର ୭୫ ବର୍ଷ ପରେ ନୂଆ ଚିନ୍ତନର ଆବଶ୍ୟକତା
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ ଗତ ନିର୍ବାଚନରେ ରାଜ୍ୟରେ ଗୋଟିଏ ଆଞ୍ଚଳିକ ଦଳ କ୍ଷମତାସୀନ ଥିଲେ ମଧ୍ୟ ତାହା ବିରୋଧରେ ଓଡ଼ିଆ ଅସ୍ମିତାର ସ୍ଳୋଗାନ ଦିଆଯାଇ ସେହି ଦଳକୁ କ୍ଷମତାଚ୍ୟୁତ କରାଗଲା।