ମୁମ୍ବାଇ: ମୁମ୍ବାଇରେ ଜଣେ କର୍ତ୍ତବ୍ୟରତ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ସିଆଇଏସ୍ଏଫ୍) ଯବାନ ଆତ୍ମହତ୍ୟା କରିଛନ୍ତି। ଏହି ସିଆଇଏସ୍ଏଫ୍ ଯବାନ ଜଣକ ଦକ୍ଷିଣ ମୁମ୍ବାଇରେ ରିଲାଏନ୍ସ ମୁଖ୍ୟ ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆରେ ସୁରକ୍ଷା ଦାୟିତ୍ୱରେ ଥିଲେ।
ସୂଚନାଯୋଗ୍ୟ ଯେ, ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ଦେଶରେ ବେଶ ପ୍ରସିଦ୍ଧ। ବିଭିନ୍ନ ସମୟରେ ଏହାର ନିର୍ମାଣ ଶୈଳୀ ଚର୍ଚ୍ଚାରେ ରହିଥାଏ। ତେବେ ଏଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସୁରକ୍ଷା ଦାୟିତ୍ୱରେ ଥିବା ଯବାନ କାହିଁକି ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ତାହା ଏଯାଏ ଜଣାପଡ଼ିନାହିଁ।
ମିଳିଥିବା ସୂନା ଅନୁଯାୟୀ ବୁଧବାର ଦିନ ଏଭଳି ଘଟଣା ଘଟିଥିଲା। ମୁମ୍ବାଇର ଜେଜେ ହସ୍ପିଟାଲଠାରେ ଯବାନଙ୍କର ପୋଷ୍ଟ ମର୍ଟମ ଚାଲୁ ରହିଛି। ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।