ଆନ୍ଦୋଳନ ବେଳେ ଜୀବନ ହରାଇଥିବା ଚାଷୀଙ୍କ ପରିବାରକୁ ମିଳିବ ୫ ଲକ୍ଷ ଓ ଚାକିରି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଣିଥିବା କୃଷି ଆଇନକୁ ବିରୋଧ କରି ହଜାର ହଜାର ଚାଷୀ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଛନ୍ତି। ଦୀର୍ଘ ୨ ମାସ ଧରି ଚାଲିଥିବା ଏହି ଆନ୍ଦୋଳନ ବେଳେ ଅନେକ ଚାଷୀଙ୍କ ମୃତ୍ୟୁ ମଧ୍ୟ ଘଟିଲାଣି। ଏସବୁ ଭିତରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୃଷି ଆଇନକୁ ବିରୋଧ କରି ଚାଲିଥିବା ଆନ୍ଦୋଳନରେ ଜୀବନ ହରାଇଥିବା ଚାଷୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ […]

dr

dr

Hemant Lenka
  • Published: Friday, 22 January 2021
  • Updated: 22 January 2021, 10:21 PM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଣିଥିବା କୃଷି ଆଇନକୁ ବିରୋଧ କରି ହଜାର ହଜାର ଚାଷୀ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଛନ୍ତି। ଦୀର୍ଘ ୨ ମାସ ଧରି ଚାଲିଥିବା ଏହି ଆନ୍ଦୋଳନ ବେଳେ ଅନେକ ଚାଷୀଙ୍କ ମୃତ୍ୟୁ ମଧ୍ୟ ଘଟିଲାଣି। ଏସବୁ ଭିତରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ବଡ଼ ଘୋଷଣା କରିଛନ୍ତି।

ସେ କହିଛନ୍ତି, କୃଷି ଆଇନକୁ ବିରୋଧ କରି ଚାଲିଥିବା ଆନ୍ଦୋଳନରେ ଜୀବନ ହରାଇଥିବା ଚାଷୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ମିଳିବ। ସେହିପରି ସେମାନଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ମଧ୍ୟ ମିଳିବ। ପଞ୍ଜାବ ସରକାର ଚାଷୀଙ୍କ ସହ ସବୁବେଳେ ରହିଛନ୍ତି ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଅଟଳ ରହିଥିବା ଚାଷୀ ସଂଗଠନ ସହ ଆଜି କେନ୍ଦ୍ର ସରକାର ୧୧ ଥର ପାଇଁ ବୈଠକ କରିଥିଲେ। ହେଲେ ଏହି ବୈଠକରୁ କୌଣସି ନିଷ୍କର୍ସ ବାହାରି ପାରିନାହିଁ। ତେଣୁ କୃଷି ଆଇନକୁ ବିରୋଧ କରି ଚାଷୀମାନେ ସାଧାରଣତନ୍ତ୍ର ଦିବସରେ ବିଶାଳ ଟ୍ରାକ୍ଟର ରାଲି କରିବେ ବୋଲି ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story