ଅମରାବତୀ: ବନ୍ୟା ପାଇଁ ପ୍ରଭାବିତ ହୋଇଛନ୍ତି ଅନେକ ଲୋକ। କ୍ଷୟକ୍ଷତିର ଆକଳନ କରିବା ସହ ସ୍ଥିତି ବାବଦରେ ଜାଣିବା ପାଇଁ ସୋମବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ୱାଇ.ଏସ ଜଗନ ମୋହନ ରେଡ୍ଡୀ ଆକାଶ ମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।
ଗତ ସପ୍ତାହରେ ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି ଦକ୍ଷିଣ ଭାରତର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା। ନନ୍ଦିଗମା, ଅବନିଗଡ୍ଡା, ପେନାମଲରୁ ଏବଂ ଆଉ କିଛି ସ୍ଥାନକୁ ଆକାଶମାର୍ଗରୁ ସର୍ଭେ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ।
ଯେଉଁ ଚାଷୀଙ୍କର ଫସଲ କ୍ଷୟକ୍ଷତି ହୋଇଛି ଚିହ୍ନଟ କରିବାକୁ ଜଗନ ନିର୍ଦ୍ଦେଶ ଦେଇଥିବା ସୂଚନା ରହିଛି। ଏବେ ବିପିଏଲ କାର୍ଡ ଧାରୀଙ୍କୁ ସରକାର ମାଗଣାରେ ଅତ୍ୟାବଶ୍ୟକ ସାମଗ୍ରୀ ମାଗଣାରେ ଯୋଗାଇ ଦେଉଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।