ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ କମଲନାଥ

ଭୋପାଲ: ଆସ୍ଥା ଭୋଟ୍ ପୂର୍ବରୁ ଇସ୍ତଫା ଦେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ। ଆଜି ସାମ୍ବାଦିକ ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି। ଦିନ ଗୋଟାଏରେ ରାଜ୍ୟପାଳ ଲାଲାଜି ଟଣ୍ଡନଙ୍କୁ ଭେଟି ସେ ଇସ୍ତଫାପତ୍ର ଦେବେ ବୋଲି କହିଛନ୍ତି। ସାମ୍ବାଦିକ ସମ୍ମିଳନୀରେ କମଲନାଥ କହିଥିଲେ ଯେ ବିଜେପି ଷଡ଼ଯନ୍ତ୍ର କରି ତାଙ୍କ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରିଛି। ବିଜେପି ତାଙ୍କ ସହିତ ବିଶ୍ୱାସଘାତ କରି ନାହିଁ ବରଂ ଷଡ଼ଯନ୍ତ୍ର କରି ରାଜ୍ୟବାସୀଙ୍କୁ ଧୋକା ଦେଇଛି। ୧୫ ବର୍ଷରେ ବିଜେପି […]

KAMALNATH TO RESIGN

KAMALNATH TO RESIGN

Subhransu Sekhar
  • Published: Friday, 20 March 2020
  • Updated: 20 March 2020, 12:44 PM IST

Sports

Latest News

ଭୋପାଲ: ଆସ୍ଥା ଭୋଟ୍ ପୂର୍ବରୁ ଇସ୍ତଫା ଦେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ। ଆଜି ସାମ୍ବାଦିକ ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି। ଦିନ ଗୋଟାଏରେ ରାଜ୍ୟପାଳ ଲାଲାଜି ଟଣ୍ଡନଙ୍କୁ ଭେଟି ସେ ଇସ୍ତଫାପତ୍ର ଦେବେ ବୋଲି କହିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ କମଲନାଥ କହିଥିଲେ ଯେ ବିଜେପି ଷଡ଼ଯନ୍ତ୍ର କରି ତାଙ୍କ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରିଛି। ବିଜେପି ତାଙ୍କ ସହିତ ବିଶ୍ୱାସଘାତ କରି ନାହିଁ ବରଂ ଷଡ଼ଯନ୍ତ୍ର କରି ରାଜ୍ୟବାସୀଙ୍କୁ ଧୋକା ଦେଇଛି। ୧୫ ବର୍ଷରେ ବିଜେପି ସରକାର ରାଜ୍ୟରେ ଯାହା ନକରିଛି, ତାଙ୍କ ସରକାର ମାତ୍ର ୧୫ ମାସରେ ସେସବୁ କରିବାକୁ ସକ୍ଷମ ହୋଇଛି।

ସେ କହିଥିଲେ, ବିକାଶ ପଥରେ ମଧ୍ୟପ୍ରଦେଶ ସରକାର ଥିଲା। ହେଲେ ଷଡ଼ଯନ୍ତ୍ର କରି ବିକାଶରେ ରୋକ୍ ଲଗାଇଛି ବିଜେପି। ତାଙ୍କ ସରକାର ଚାଷୀଙ୍କ ପାଇଁ କାମ କରିଛି। ଚାଷୀଙ୍କ ହକ୍ ପାଇଁ ଅନେକ ନିଷ୍ପତ୍ତି ନେଇଛି। ସେହିପରି ରାଜ୍ୟରେ ମାଫିଆଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ହେଲେ ବିଜେପି ଚାହୁଁନଥିଲା ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ତେଣୁ ବିଜେପି କ୍ଷମତାକୁ ଆସିବା ପାଇଁ ଅହରହ ଷଡ଼ଯନ୍ତ୍ର କରୁଥିଲା। କଂଗ୍ରେସର ବିଧାୟକଙ୍କୁ ନେଇ କର୍ଣ୍ଣାଟକର ଏକ ରିସୋଟରେ ବିଜେପି ଅଟକ ରଖିଛି ବୋଲି ସେ କହିଛନ୍ତି।

କମଲନାଥ ଦାବି କରିଛନ୍ତି ଯେ ଏହି୧୫ ମାସରେ ତାଙ୍କ ସରକାର ୪୦୦ଟି ନିର୍ବାଚନ ପ୍ରତି୍ୟୁତି ପୂରଣ କରିଛନ୍ତି। ସେହିପରି ତାଙ୍କ ସରକାର ବିରୋଧରେ କୌଣସି ଦୁର୍ନୀତି ଅଭିଯୋଗ ଆସିନି।

ଗୁରୁବାର ମଧ୍ୟପ୍ରଦେଶ ବିଧାନସଭାରେ ଆସ୍ଥା ଭୋଟ୍ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବାଚସ୍ପତି ଏନ ପ୍ରସାଦ ପ୍ରଜାପତି ଗୃହୀତ ହୋଇ ନଥିବା ୧୬ କଂଗ୍ରେସ ବିଧାୟକଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ୬ କଂଗ୍ରେସ ବିଧାୟକଙ୍କ ଇସ୍ତଫା ବାଚସ୍ପତି ଗ୍ରହଣ କରିଥିଲେ। ମୋଟ୍ ୨୨ କଂଗ୍ରେସ ବିଧାୟକ ଇସ୍ତଫା ଦେବା ପରେ କମଲନାଥ ସରକାର ସଂଖ୍ୟାଗରିଷ୍ଠତା ହରାଇ ସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story