ନୂଆଦିଲ୍ଲୀ: କଂଗ୍ରେସ ମୁଖପାତ୍ର ତଥା ସୁପ୍ରିମ୍ କୋର୍ଟର ବରିଷ୍ଠ ଓକିଲ ଅଭିଷେକ ମନୁ ସିଙ୍ଘଭୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅଭିଷେକଙ୍କ ସ୍ତ୍ରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ଅଫିସରେ ଯେଉଁ କର୍ମଚାରୀ ରହିଛନ୍ତି ସେମାନଙ୍କୁ କରୋନା ସଂକ୍ରମିତ ହୋଇନଥିବା ଟେଷ୍ଟ ପରେ ଜଣାପଡ଼ିଛି।
ସିଙ୍ଘଭୀ ହେଉଛନ୍ତି ଦ୍ୱିତୀୟ କଂଗ୍ରେସ ନେତା ଯିଏକି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ପୂର୍ବରୁ ସଞ୍ଜୟ ଝା’ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏବେ ସେ ଆରୋଗ୍ୟ ହୋଇଛନ୍ତି।
ତେବେ ସିଂଘଭୀଙ୍କ ଶରୀରରେ କରୋନା ସେତେଟା ବ୍ୟାପିନାହିଁ। ତେଣୁ ସେ ଖୁବଶୀଘ୍ର ଆରୋଗ୍ୟ ହେବେ ବୋଲି ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।