ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣକୁ ବିରୋଧ କରି ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଲା କଂଗ୍ରେସ

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣକୁ ବିରୋଧ କରିଛି କଂଗ୍ରେସ। ବିଧାନସଭା ପରିସର ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି କଂଗ୍ରେସ ନେତା। ଏହି ଧାରଣାରେ ଜି.ଏନ୍. ଆଜାଦ୍, ଅଶୋକ ଗେହଲଟ୍ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମଧ୍ୟ ସାମିଲ ହୋଇଛନ୍ତି। ଏହି ଅବସରରେ ସିଦ୍ଧରମୈୟା କହିଛନ୍ତି,“ ଆମେ ଲୋକଙ୍କ ପାଖକୁ ଯିବୁ ଏବଂ ବିଜେପି କିପରି ସମ୍ବିଧାନ ବିରୋଧୀ କାର୍ଯ୍ୟ କରୁଛି ଜଣାଇବୁ। ଏହାସହ ବିଜେପି କିପରି ଗଣତନ୍ତ୍ର ଉପରେ ବିଶ୍ୱାସ […]

congress 12

congress 12

Rakesh Mallick
  • Published: Thursday, 17 May 2018
  • Updated: 17 May 2018, 10:58 AM IST

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣକୁ ବିରୋଧ କରିଛି କଂଗ୍ରେସ। ବିଧାନସଭା ପରିସର ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି କଂଗ୍ରେସ ନେତା। ଏହି ଧାରଣାରେ ଜି.ଏନ୍. ଆଜାଦ୍, ଅଶୋକ ଗେହଲଟ୍ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମଧ୍ୟ ସାମିଲ ହୋଇଛନ୍ତି।

ଏହି ଅବସରରେ ସିଦ୍ଧରମୈୟା କହିଛନ୍ତି,“ ଆମେ ଲୋକଙ୍କ ପାଖକୁ ଯିବୁ ଏବଂ ବିଜେପି କିପରି ସମ୍ବିଧାନ ବିରୋଧୀ କାର୍ଯ୍ୟ କରୁଛି ଜଣାଇବୁ। ଏହାସହ ବିଜେପି କିପରି ଗଣତନ୍ତ୍ର ଉପରେ ବିଶ୍ୱାସ କରେ ନାହିଁ, ସେ ସମ୍ପର୍କରେ ମଧ୍ୟ ଅବଗତ କରାଇବୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story