ନୂଆଦିଲ୍ଲୀ: 'ରାଜୀବ ଗାନ୍ଧି ଦୁର୍ନୀତିରେ ନମ୍ୱର ଓ୍ବାନ' ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଏକ ରାଲିରେ କହିଥିଲେ। ଏହା ଆଚରଣ ବିଧି ଉଲ୍ଲଂଘନ କରୁଛି ଦର୍ଶାଇ ଆଜି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି କଂଗ୍ରେସ ସାଂସଦ ସୁସ୍ମିତା ଦେବ।
ଜନ ପ୍ରତିନିଧି ଆଇନ ୧୯୫୧ର ୧୨୩(ଏ) ଆଧାରରେ ତାଙ୍କୁ ଭ୍ରଷ୍ଟ ଆଚରଣ ଦର୍ଶାଇବା ପାଇଁ ସୁପ୍ରିମକୋର୍ଟରେ ଅପିଲ୍ କରିଛି କଂଗ୍ରେସ। ଏହା ପୂର୍ବରୁ ସୁସ୍ମିତା ଦେବ ପ୍ରଧାନମନ୍ତ୍ରୀ ଓ ଅମିତ ଶାହଙ୍କ ବିରୋଧରେ ନିର୍ବାଚନ କମିଶନ କାର୍ଯ୍ୟାନୁଷ୍ଠାନ ନେଉ ନଥିବା ଦର୍ଶାଇ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ଏହି କଂଗ୍ରେସ ସାଂସଦ। ଏହାପରେ ନିର୍ବାଚନ କମିଶନ ମାମଲା ଗୁଡ଼ିକର ବିଚାର କରି ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍ ଚିଟ୍ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।