ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଛି। ଆଜି ନାଗପୁର ଏବଂ ତେଲେଙ୍ଗାନାରେ ଦୁଇ ଜଣ ଏହି ମହାମାରୀ ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ୮୪ ଜଣଙ୍କ ମଧ୍ୟରେ ଦୁଇ ଜଣ ମୃତକ ଏବଂ ସୁସ୍ଥ ହୋଇ ଘରକୁ ଫେରିଥିବା ୧୦ ଜଣ ରହିଛନ୍ତି। ଶନିବାର ମହାରାଷ୍ଟ୍ରର ନାଗପୁରରେ କରୋନା ସଂକ୍ରମଣରେ ଜଣେ ଆସିଛି। ଏହାକୁ ମିଶାଇ ମହାରାଷ୍ଟ୍ରରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି।
ଭାରତ ସମେତ ୧୨୦ଟି ଦେଶକୁ ଏହି ଭାଇରସ ବ୍ୟାପିଛି। ୧,୩୫୦୦୦ରୁ ଅଧିକ ଏହି ମହାମାରୀରେ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାରରୁ ଅଧିକଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟାପୁଥିବା ଦେଖି ଦିଲ୍ଲୀ, ଓଡ଼ିଶା, ରାଜସ୍ଥାନ, ମହାରାଷ୍ଟ୍ର, ତେଲେଙ୍ଗାନା, ଉତ୍ତର ପ୍ରଦେଶସ କେରଳ ଓ ପଶ୍ଚିମବଙ୍ଗ ଭଳି ଅନେକ ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ୍, ସପିଂ ମଲ୍ ଆଦି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।