ନୂଆଦିଲ୍ଲୀ: ସେପ୍ଟେମ୍ୱର ୧୪ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ତେବେ କରୋନା ମହାମାରୀକୁ ନଜରରେ ରଖି ଆଜିଠାରୁ ସଂସଦର ସମସ୍ତ ନିର୍ବାଚିତ ସଦସ୍ୟ, ବିଭିନ୍ନ ମନ୍ତ୍ରାଳୟର କର୍ମଚାରୀ ଓ ବରିଷ୍ଠ ଅଧିକାରୀ, ସଂସଦରେ ଉପସ୍ଥିତ ରହିବାକୁ ଥିବା ମିଡିଆ କର୍ମୀ, ସୁରକ୍ଷା କର୍ମୀ ଆଦିଙ୍କର କରୋନା ପରୀକ୍ଷା ହେବ। ସମସ୍ତଙ୍କର ଆରଟି-ପିସିଆର ଟେଷ୍ଟ ହେବ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଗାଇଡ୍ ଲାଇନ୍ ଅନୁସାରେ ଏହି ପରୀକ୍ଷା ହେବ।
ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଏ ନେଇ ଗତ ମାସରେ ପ୍ରଥମେ ସୂଚନା ଦେଇଥିଲେ। ସେ କହିଥିଲେ କରୋନା ମହାମାରୀ ବେଳେ ସଂସଦ ଏବଂ ସରକାରୀ କାମ ଚାଲିବା ଗୋଟିଏ ପ୍ରକାର ବଡ଼ ଚ୍ୟାଲେଞ୍ଜ। ସମସ୍ତ ସ୍ଥିତିକୁ ଦେଖି ଆଗକୁ ବଢିବାକୁ ହେବ। ତେଣୁ ସଂସଦରେ ଉପସ୍ଥିତ ରହିବାକୁ ଥିବା ସମସ୍ତ ସଦସ୍ୟ ଏବଂ କର୍ମଚାରୀଙ୍କର ଆରଟି-ପିସିଆର ଟେଷ୍ଟ ଦୁଇ ଦିନ ପୂର୍ବରୁ ହେବ।
https://twitter.com/ANI/status/1299324755514920961
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।