ଦେଶରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଲାଣି ୧୪୯ ଜୀବନ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଛି। ଏଥିସହ ଏଯାବତ ୧୪୯ ଜଣଙ୍କର ଏହି ମହାମାରୀରେ ମୃତ୍ୟୁ ଘଟିଛି।  ଆକ୍ରାନ୍ତଙ୍କ ମଧ୍ୟରୁ ଏବେ ୪୬୪୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ୪୦୧ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୭୦ ଜଣ ବିଦେଶୀ ନାଗରିକ ରହିଛନ୍ତି। ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮ ଛୁଇଁଛି, ଯାହାକି ଦେଶରେ ସର୍ବାଧିକ। […]

novel corona

novel corona

Subhransu Sekhar
  • Published: Wednesday, 08 April 2020
  • Updated: 08 April 2020, 07:55 PM IST

Sports

Latest News

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଛି। ଏଥିସହ ଏଯାବତ ୧୪୯ ଜଣଙ୍କର ଏହି ମହାମାରୀରେ ମୃତ୍ୟୁ ଘଟିଛି।  ଆକ୍ରାନ୍ତଙ୍କ ମଧ୍ୟରୁ ଏବେ ୪୬୪୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ୪୦୧ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୭୦ ଜଣ ବିଦେଶୀ ନାଗରିକ ରହିଛନ୍ତି। ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮ ଛୁଇଁଛି, ଯାହାକି ଦେଶରେ ସର୍ବାଧିକ। ଏହାପରେ ତାମିଲନାଡୁରେ ୬୯୦ ଜଣ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ କହିଛି।

କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଏବେ ୨୧ ଦିନିଆ ଲକଡାଉନ୍ ପାଳନ କରୁଛି। ଏପ୍ରିଲ ୧୪ରେ ଲକଡାଉନ୍ ଅବଧି ଶେଷ ହେଉଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଅନେକ ରାଜ୍ୟ ଲକଡାଉନ୍ ଅବଧି ବଢ଼ାଇବା ପାଇଁ ଚିନ୍ତା କରୁଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର  ମଧ୍ୟ ଲକଡାଉନ ଅବଧି ବୃଦ୍ଧି କରିପାରନ୍ତି। ହେଲେ ଏଯାଏ ସରକାରଙ୍କ ତରଫରୁ କିଛି କୁହାଯାଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story