ନୂଆଦିଲ୍ଲୀ: ୨୦୨୦ ମସିହାରେ ବିଶ୍ୱ ଅର୍ଥନୀତିର ଜିଡିପି କରୋନା କାରଣରୁ ଗଭୀର ପ୍ରଭାବିତ ହେବ। ପ୍ରସିଦ୍ଧ ନିବେଶକ କମ୍ପାନୀ ଗୋଲ୍ଡମ୍ୟାନ୍ ସଚ୍ସ ଏଭଳି ଆକଳନ କରିଛି। ୨୦୦୮ ମସିହାର ଆର୍ଥିକ ସଙ୍କଟଠାରୁ ଏହା ଅଧିକ ପ୍ରଭାବ ପକାଇବ ବୋଲି କୁହାଯାଉଛି।
ଏହି ଇନ୍ଭେଷ୍ଟମେଣ୍ଟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି, କରୋନା ସଙ୍କଟ ବା ଏହି ସଙ୍କଟର ପ୍ରତିକ୍ରିୟା ଅର୍ଥନୀତିକ କାର୍ଯ୍ୟକଳାପ ଉପରେ ଯେଉଁ ପ୍ରଭାବ ପକାଇବ ତାହା ଇତିହାସରେ ବିରଳ ଘଟଣା ହେବ।
ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୟ ମାସିକରେ ରିଅଲ ଜିଡିପି ବହୁତ ପ୍ରଭାବିତ ହେବ। ଆମେରିକା ଏବଂ ବିଶ୍ୱର ଅନ୍ୟ କିଛି ବୃହତ ଅର୍ଥନୀତିକ ରାଷ୍ଟ୍ର ପୂର୍ବରୁ ପ୍ରଭାବିତ ହୋଇସାରିଛି। ପୂର୍ବ ସଙ୍କଟ ତୁଳନାରେ ଅଢ଼େଇ ଗୁଣ ପ୍ରଭାବିତ ହେବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
National
ଆଶ୍ଚର୍ଯ୍ୟ! ଡାକ୍ତର ଘୋଷଣା କରିଥିଲେ ମୃତ, କିନ୍ତୁ ଜୀବନ ଫେରାଇ ଦେଲା ହମ୍ପସ
ଡାକ୍ତରଙ୍କ ଦ୍ୱାରା ମୃତ ଘୋଷିତ ହୋଇଥିବା ଜଣେ ବୃଦ୍ଧ ଘଟଣାକ୍ରମରେ ଜୀବିତ ଅବସ୍ଥାରେ ହସ୍ପିଟାଲରୁ ବାହାରିଛନ୍ତି।
National
ବାହା ହେବା ନିଶାରେ ଭାରତରୁ ପାକିସ୍ତାନ ପଳାଇଲେ, କିନ୍ତୁ...
ଯେଉଁ ଅନାଲାଇନ ବନ୍ଧୁଙ୍କୁ ବାହା ହେବାକୁ ଯୁବକ ଜଣଙ୍କ ଏତେ ରିସ୍କ ନେଇଥିଲେ, ସେ ନିଜେ ହିଁ ତାଙ୍କ ବାହାଘର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।