ନୂଆଦିଲ୍ଲୀ: ଦେଶରେ କରୋନା ଆରୋଗ୍ୟ ହାର ୫୦ ପ୍ରତିଶତରୁ ଅଧିକ ହୋଇଛି। ଏଯାବତ ୧,୬୨,୩୭୮ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଯାହାକି ୫୦.୬୦%। ବର୍ତ୍ତମାନ ଦେଶରେ ୧,୪୯,୩୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି।
ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ଆଇସିଏମଆପ ପରୀକ୍ଷା ସଂଖ୍ୟା ବୃଦ୍ଧି କରିବାକୁ ଯାଉଛି। ସରକାରୀ ପରୀକ୍ଷାଗାରରେ ପରୀକ୍ଷା ସଂଖ୍ୟା ୬୪୬କୁ ବୃଦ୍ଧି ପାଇଥିବା ବେଳେ ବେସରକାରୀ ପରୀକ୍ଷା ସଂଖ୍ୟା ଆଉ ୨୪୭ ବୃଦ୍ଧି କରି ୮୯୩ କରିଛି ଆଇସିଏମଆର।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୧,୪୩୨ ନମୁନା ଯାଞ୍ଚ କରାଯାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଦିଲ୍ଲୀରେ କରୋନା ସ୍ଥିତି ସମୀକ୍ଷା କରିବା ବେଳେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।