ଅଗୁଷ୍ଟା ୱେଷ୍ଟଲ୍ୟାଣ୍ଡ: କମଲନାଥଙ୍କ ଭଣଜାଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଗୁଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଦୁର୍ନୀତିରେ ଗିରଫ ହୋଇଥିବା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଇଡି ଏହି ଘଟଣାରେ ରୁଜୁ କରିଥିବା ମନିଲଣ୍ଡରିଂ ମାମଲାରେ ଗିରଫ କରିଥିଲା। ସ୍ୱତନ୍ତ୍ର ବିଚାରପତି ଅରବିନ୍ଦ କୁମାର ଆଜି ୫ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚଲିକା ବଳରେ ରତୁଲଙ୍କୁ ଜାମିନ ଦେଇଛନ୍ତି। ଜାମିନ ଆବେଦନର ଶୁଣାଣି ବେଳେ ଇଡି ଏହାକୁ ଜୋରଦାର ବିରୋଧ କରିଥିଲା। ଘଟଣାର ତଦନ୍ତ ଚାଲିଥିବାରୁ […]

sdc

sdc

Hemant Lenka
  • Published: Monday, 02 December 2019
  • Updated: 02 December 2019, 05:52 PM IST

Sports

Latest News

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଗୁଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଦୁର୍ନୀତିରେ ଗିରଫ ହୋଇଥିବା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଇଡି ଏହି ଘଟଣାରେ ରୁଜୁ କରିଥିବା ମନିଲଣ୍ଡରିଂ ମାମଲାରେ ଗିରଫ କରିଥିଲା।

ସ୍ୱତନ୍ତ୍ର ବିଚାରପତି ଅରବିନ୍ଦ କୁମାର ଆଜି ୫ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚଲିକା ବଳରେ ରତୁଲଙ୍କୁ ଜାମିନ ଦେଇଛନ୍ତି। ଜାମିନ ଆବେଦନର ଶୁଣାଣି ବେଳେ ଇଡି ଏହାକୁ ଜୋରଦାର ବିରୋଧ କରିଥିଲା। ଘଟଣାର ତଦନ୍ତ ଚାଲିଥିବାରୁ ରତୁଲ ଜାମିନରେ ଗଲେ, ଏଥିରେ ବିଭ୍ରାଟ କରିପାରନ୍ତି ବୋଲି ଇଡି କହିଥିଲା। ହେଲେ କୋର୍ଟ ଏହାକୁ ଗ୍ରହଣ କରି ନଥିଲେ।

ସେପ୍ଟେମ୍ବର ୪ରେ ଇଡି ରତୁଲଙ୍କୁ ଗିରଫ କରି ଏକାଧିକ ଥର ରିମାଣ୍ଡରେ ନେଇ ପଚରାଉଚରା କରିଥିଲା। ଏହାପରେ ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story