ନୂଆଦିଲ୍ଲୀ: ଆସନ୍ତା ୧୦ରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି(CWC)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏହି ବୈଠକରେ ଦଳର ନୂଆ ଅଧ୍ୟକ୍ଷ ଚୟନ ନେଇ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। କଂଗ୍ରେସ ଅଧ୍ୟକ୍ଷ ପଦବୀରୁ ରାହୁଲ ଗାନ୍ଧି ଇସ୍ତଫା ଦେବା ପରେ ଏବେ ନୂଆ ଅଧ୍ୟକ୍ଷ କିଏ ହେବେ ସେ ନେଇ ଦୀର୍ଘ ସମୟ ଧରି କଳ୍ପନା ଜଳ୍ପନା ଚାଲିଛି।
ତେବେ ନୂଆ ଅଧ୍ୟକ୍ଷ ଚୟନ ବିଷୟରେ ବସିବାକୁ ଥିବା କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ କେଉଁ କେଉଁ ନେତା ସାମିଲ୍ ହେବେ, ସେ ନେଇ ସ୍ପଷ୍ଟ ସୂଚନା ମିଳିନାହିଁ। ତଥାପି ଯେହେତୁ ଦଳର ଜାତୀୟ ଅଧ୍ୟକ୍ଷ ପଦବୀ ପାଇଁ ଏହି ବୈଠକରେ ନିଷ୍ପତ୍ତି ନିଆଯିବାକୁ ଥିବାରୁ ଦଳର ପୂର୍ଣ୍ଣକାଳୀନ ୨୪ ସଦସ୍ୟ ବୈଠକରେ ସାମିଲ ହେବା ନିଶ୍ଚିତ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।