କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ର ଅଗ୍ରାହ୍ୟ, ବୈଠକକୁ ଆସିଲେନି କମଲନାଥ

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରିଣୀ କମିଟି(CWC)ବୈଠକରେ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ରକୁ ଅଗ୍ରାହ୍ୟ କରିଦିଆଯାଇଛି। ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିବା ପରେ ନିଜ ପଦରୁ ଗୁରୁବାର ଦିନ ଇସ୍ତଫା ଦେଇଥିଲେ କଂଗ୍ରେସ ଅଧ୍ୟକ୍ଷ। ଆଜି ଦିଲ୍ଲୀ କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ କଂଗ୍ରେସ ଓ୍ୱାର୍କିଂ କମିଟି ବୈଠକ ଚାଲିଛି। ଏହି ବୈଠକର ପ୍ରଥମ ପର୍ଯ୍ୟାୟରେ ରାହୁଲ ଗାନ୍ଧିଙ୍କ ଇସ୍ତଫା ବାବଦରେ ସିଡବ୍ଲ୍ୟସି ସଦସ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହାପରେ ଇସ୍ତଫା ପତ୍ରକୁ […]

cwc meeting

cwc meeting

Subhransu Sekhar
  • Published: Saturday, 25 May 2019
  • Updated: 25 May 2019, 02:46 PM IST

Sports

Latest News

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରିଣୀ କମିଟି(CWC)ବୈଠକରେ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ରକୁ ଅଗ୍ରାହ୍ୟ କରିଦିଆଯାଇଛି। ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିବା ପରେ ନିଜ ପଦରୁ ଗୁରୁବାର ଦିନ ଇସ୍ତଫା ଦେଇଥିଲେ କଂଗ୍ରେସ ଅଧ୍ୟକ୍ଷ।

ଆଜି ଦିଲ୍ଲୀ କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ କଂଗ୍ରେସ ଓ୍ୱାର୍କିଂ କମିଟି ବୈଠକ ଚାଲିଛି। ଏହି ବୈଠକର ପ୍ରଥମ ପର୍ଯ୍ୟାୟରେ ରାହୁଲ ଗାନ୍ଧିଙ୍କ ଇସ୍ତଫା ବାବଦରେ ସିଡବ୍ଲ୍ୟସି ସଦସ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହାପରେ ଇସ୍ତଫା ପତ୍ରକୁ ଗ୍ରହଣ କରାଯାଇ ନଥିବା ଜଣାପଡ଼ିଛି।

କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ୨୩ ଜଣ ସଦସ୍ୟଙ୍କ ମଧ୍ୟରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଛାଡ଼ିଦେଲେ ଅନ୍ୟ ସମସ୍ତେ ଯୋଗ ଦେଇଥିବା ଜଣାପଡ଼ିଛି। ହେଲେ ସେ କାହିଁକି ଆସି ନାହାନ୍ତି. ତା'ର କାରଣ କଂଗ୍ରେସ କି ନିଜେ କମଲନାଥ ସ୍ପଷ୍ଟ କରି ନାହାନ୍ତି।

ଦିଲ୍ଲୀରେ ଚାଲିଥିବା ଏହି ବୈଠକରେ ମଧ୍ୟପ୍ରଦେଶ ଏବଂ କର୍ଣ୍ଣାଟକା ମେଣ୍ଟ ସରକାର ଭାଙ୍ଗିବା ପାଇଁ ବିଜେପି ଚେଷ୍ଟା କରୁଥିବା ଖବର ବାବଦରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏବଂ ହିନ୍ଦୀ ହାର୍ଟଲ୍ୟାଣ୍ଡରେ କଂଗ୍ରେସ ସରକାର ଥିବା ବେଳେ କିଭଳି ମାତ୍ର ୩ ଜଣ ସାଂସଦ ନିର୍ବାଚିତ ହେଲେ, ସେ ନେଇ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ଜବାବ ଦେବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story