ବେଜିଂ: ଚଳିତ ସପ୍ତାହ ପ୍ରାରମ୍ଭରେ ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚୀନର ବିଭିନ୍ନ ପ୍ରଦେଶରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୧୮ ଜଣଙ୍କ ମୃତ୍ୟୁ ଘଟିଛି। ପାଣିରେ ବୁଡ଼ି, ଘର ଭାଙ୍ଗି ଓ ଭୂସ୍ଖଳନ ଘଯି ଏମାନଙ୍କ ମୃତ୍ୟୁ ହୋଇଛି ବୋଲି ଚୀନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୪ ଜଣ ନିଖୋଜ ଅଛନ୍ତି। ବୁଧବାର ଓ ଗୁରୁବାର ଦକ୍ଷିଣ ଚୀନରେ ୨୦ ସେଣ୍ଟିମିଟର ବର୍ଷା ହୋଇଥିଲା। ଏହି ବର୍ଷା ଯୋଗୁ ୧୦ ହଜାରରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ଯାଇଛି ।
ହୁବାଇ ପ୍ରଦେଶରେ ସବୁଠୁ ଅଧିକ ଅଧିକ ବର୍ଷା ରେକର୍ଡ କରାଯାଇଛି। ଏଠାରେ କେବଳ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ୬,୬୪,୦୦୦ ଲୋକ ପ୍ରଭାବିତ ହୋଇଛନ୍ତି।
ସେହିପରି ପଡ଼ୋଶୀ ହୁନାନ ପ୍ରଦେଶରେ ମଧ୍ୟ ପ୍ରବଳବର୍ଷା ହୋଇଛି।ଏଠାରେ ୫,୨୭,୦୦ ଲୋକ ପ୍ରଭାବିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।