ରାୟପୁର: ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲାରେ ନକ୍ସଲମାନେ ବଡ଼ ଧରଣର ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି। ଏହି ଖବର ମିଳିବା ପରେ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବା ସହ ବିଏସଏଫ୍, ସିଆରପିଏଫ୍, ଆଇଟିବିପି, ଆରପିଏଫ୍, ଏନଆଇଏ ସମେତ ଛତିଶଗଡ଼ ପୋଲିସକୁ ସତର୍କ କରିଦିଆଯାଇଛି।
ମିଳିଥିବା ରିପୋର୍ଟ ଅନୁସାରେ ୩୦ ନମ୍ବର ଜାତୀୟ ରାଜପଥ ନିକଟରେ ନକ୍ସଲମାନେ ସୁରକ୍ଷାବଳଙ୍କ ଉପରେ ଏପରି ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି। ସେମାନେ ଲ୍ୟାଣ୍ଡମାଇନ ଓ ବିଭିନ୍ନ ପ୍ରକାର ଅସ୍ତ୍ରଶସ୍ତ୍ରରେ ସୁରକ୍ଷା କର୍ମୀଙ୍କ କ୍ୟାମ୍ପକୁ ଟାର୍ଗେଟ କରିବାକୁ ଯୋଜନା କରିଛନ୍ତି। ଏପରି କି ସୁରକ୍ଷାବାହିନୀର ବହୁ ବରିଷ୍ଠ ଅଧିକାରୀ ନକ୍ସଲଙ୍କ ଟାର୍ଗେଟରେ ରହିଛନ୍ତି।
ମାଲକାନଗିରି ଜଙ୍ଗଲରେ ଏପରି ଆକ୍ରମଣକୁ ନେଇ ଏକ ମିଟିଂ ହୋଇଥିବା ଓ ଏଥିପାଇଁ ୧୫ରୁ ୨୦ ଜଣ ଯୁବକଙ୍କୁ ପ୍ରସ୍ତୁତ କରାଯାଇଥିବା ସମ୍ପର୍କରେ ଗୁଇନ୍ଦା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।