ୱାଶିଂଟନ୍: ଆମେରିକାରର ଫେସନ ମାଗାଜିନ ‘ହୋପର୍ସ ବଜାର’ ବଲିଉଡର ଚୁଲବୁଲି ଅଭିନେତ୍ରୀ ଦୀପିକା ପାଦୁକନ୍ ନାମର ସ୍ପେଲିଙ୍ଗ ଭୁଲ ଲେଖିଥିବା ଚର୍ଚ୍ଚା ହେଉଛି। ମାଗାଜିନରେ ଦୀପିକା ପାଦୁକନ୍ ବଦଳରେ ଦୀପିକା ପାଦିକାନ ଲେଖାଯାଇଛି। ମାଗାଜିନରେ ଦୀପିକା ପାଦୁକନ ନାମର ସ୍ପେଲିଙ୍ଗ ଭୁଲ ଲେଖାଯିବା ନେଇ ‘ହୋପର୍ସ ବଜାର’ ମାଗାଜିନକୁ ଟ୍ୱିଟରରେ ମଜାକ ଉଡ଼ାଯାଉଛି।
ଫେସନ ମାଗାଜିନ ‘ହୋପର୍ସ ବଜାର’ ବିଶ୍ୱରେ ଅଧିକ ଟଙ୍କା ରୋଜଗାର କରୁଥିବା ଅଭିନେତ୍ରୀମାନଙ୍କ ସୂଚୀ ପ୍ରକାଶିତ କରିଥିଲା। ଏହି ସୂଚୀରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକନଙ୍କ ନାମ ମଧ୍ୟ ଥିଲା। ‘ହୋପର୍ସ ବଜାର’ ମେଗାଜିନ୍ ଏହି ସୂଚୀ ପ୍ରକାଶିତ କଲା ବେଳେ ଦୀପିକା ପାଦୁକନଙ୍କ ନାମର ସ୍ପେଲିଙ୍ଗ ଭୁଲ ଲେଖି ଛାପି ଦେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।