ନୂଆଦିଲ୍ଲୀ: ସେପ୍ଚେମ୍ବର ୨୦ରେ ଫ୍ରାନ୍ସ ଭାରତକୁ ଚୁକ୍ତି ଅନୁଯାୟୀ ରାଫେଲ୍ ବିମାନ ହସ୍ତାନ୍ତର କରିବ। ଏହା ପୂର୍ବରୁ ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସଂହ ଏବଂ ଭାରତୀୟ ବାୟୁସେନାର ମୁଖ୍ୟ ବିଏସ ଧନୋଆ ଫ୍ରାନ୍ସ ଗସ୍ତରେ ଯିବେ। ଗତକାଲି ସରକାରଙ୍କ ତରଫରୁ ଏହି ସୂଚନା ମିଳିଛି।
ସେପ୍ଟେମ୍ୱର ୨୦ରେ ପ୍ରତିରକ୍ଷାମନ୍ତ୍ରୀ ଓ ବାୟୁସେନା ମୁଖ୍ୟଙ୍କୁ ବିମାନ ହସ୍ତାନ୍ତର କରିବେ ଡାସଲ୍ଟ ଏଭିଏସନ କମ୍ପାନୀର କତ୍ତୃପକ୍ଷ।
ଫ୍ରାନ୍ସର ଡାସଲ୍ଟ ଏଭିଏସନ କମ୍ପାନୀ ଏହି ରାଫେଲ ବିମାନ ତିଆରି କରୁଛି। ୩୬ଟି ରାଫେଲ ବିମାନ ପାଇଁ ଭାରତ ଫ୍ରାନ୍ସ ସହ ଚୁକ୍ତି କରିଛି। ଏଥିପାଇଁ ଦୁଇ ଦେଶ ମଧ୍ୟରେ ୫୮ ହଜାର କୋଟି ଟଙ୍କାର ଚୁକ୍ତି ହୋଇଥିଲା। ଏହି ବିମାନରେ ଯୁଦ୍ଧାସ୍ତ୍ର ଏବଂ ମିସାଇଲ୍ ବୋହି ନେବାର କ୍ଷମତା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।