ଦିଲ୍ଲୀ ନୟା ବଜାର ଅଞ୍ଚଳରେ ବିସ୍ଫୋରଣ, ଜଣେ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଲାହୋରୀ ଗେଟ୍‌ ପାଖରେ ଥିବା ନୟା ବଜାର ଅଞ୍ଚଳରେ ଆଜି ସକାଳେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦିଲ୍ଲୀ ପୋଲିସ ପହଁଞ୍ଚି ଅନୁସନ୍ଧାନ ଜାରି ରଖିଛି।

ଖବର ମୁତାବକ ଏହି ରାସ୍ତା ଦେଇ ଯାଉଥିବା ଜଣେ ବ୍ୟକ୍ତିଙ୍କ ବ୍ୟାଗ୍‌ରୁ ବିସ୍ଫୋରଣ ଘଟିଥିଲା। ପ୍ରାରମ୍ଭିକ ସ୍ଥିତିରେ ପୋଲିସ ଖବର ଅନୁଯାୟୀ ମୃତ ବ୍ୟକ୍ତିର ବ୍ୟାଗ୍‌ରେ ବାଣ ଥିବାର ସୂଚନା ରହିଥିବା ବେଳେ ଫରେନସିକ୍‌ ରିପୋର୍ଟ ଆସିବା ପରେ ସତ୍ୟତା ଜଣା ପଡ଼ିବ।

ଆହୁରି ପଢ଼ନ୍ତୁ

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଭୟଙ୍କର ଘଟଣା: ୧୩ ବର୍ଷର ଝିଅକୁ ଦୁଷ୍କର୍ମ ପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

କରୋନା ନେଲା ବରିଷ୍ଠ ସିପିଆଇଏମ ନେତାଙ୍କ ଜୀବନ

ସୁଶାନ୍ତଙ୍କୁ ମେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରିବାକୁ ଚାହୁଁଥିଲେ ରିୟା, ୫ ଦିନରେ କରିଥିଲେ ୨୫ କଲ୍‌

ଭୟଙ୍କର ବର୍ଷାରେ ମୁମ୍ବାଇ ସ୍ଥିତି ଅସମ୍ଭାଳ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା କୋଲାବା

ପୁଣି ଚାଇନାକୁ ଜାତିସଂଘରେ ଦୃଢ଼ ଜବାବ ଦେଲା ଭାରତ

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କାହିଁକି ଇସ୍ତଫା ଦେଲେ ଗିରୀଶ ମୁର୍ମୁ, ଜାଣନ୍ତୁ ପୂରା କାରଣ

କରୋନା ଟୀକାକୁ ନେଇ ଚେତନଙ୍କ ଭବିଷ୍ୟବାଣୀ!

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୫୬ ହଜାରରୁ ଅଧିକ ପଜିଟିଭ,୯୦୪ ମୃତ

ଜମ୍ମୁ-କଶ୍ମୀରରେ ପୁଣି ଜଣେ ବିଜେପି ନେତାଙ୍କ ହତ୍ୟା