ନୂଆଦିଲ୍ଲୀ: ଦିଲ୍ଲୀରୁ ଦୋହା ଅଭିମୁଖେ ଯାତ୍ରା କରୁଥିବା କାତାର ଏୟାରୱେଜ୍ର ଏକ ବିମାନ ଯାନ୍ତ୍ରିକ ତ୍ରୁଟିରେ ସମ୍ମୁଖିନ ହୋଇଛି। ଫଳରେ ବିମାନଟି ପାକିସ୍ତାନର କରାଚିରେ ଜରୁରୀକାଳୀନ ଅବତରଣ କରିଛି। କାର୍ଗୋ ବିମାନଟିର ଧୂଆଁ ନିର୍ଗତ ହେବାରୁ ଜରୁରୀ ଅବତରଣ କରିବାକୁ ପଡ଼ିଛି। QR579 ନମ୍ବର ବିଶିଷ୍ଟ ବିମାନଟି ଆଜି ୧୦୦ ଜଣ ଯାତ୍ରୀଙ୍କୁ ନେଇ ଦିଲ୍ଲୀରୁ ଦୋହା ଯାତ୍ରା କରୁଥିଲା।
ତେବେ ବାଟରେ ଯାନ୍ତ୍ରିକ ସମସ୍ୟା ଯୋଗୁ ବିମାନଟିର ଗତିପଥ କରାଚିକୁ ବଦଳାଯାଥିଲା। ବିମାନଟିରେ ଧୂଆଁ ନିର୍ଗତ ହେଉଥିବା ଘୋଷଣା କରାଯାଇ ଜରୁରୀ ଅବତରଣ କରାଯାଥିଲା। ତେବେ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। ଅନ୍ୟପଟେ ହଇରାଣ ହୋଇ ଥିବା ଯାତ୍ରୀମାନଙ୍କ ପାଇଁ ଅନ୍ୟ ଏକ ବିମାନର ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
National
ଆଶ୍ଚର୍ଯ୍ୟ! ଡାକ୍ତର ଘୋଷଣା କରିଥିଲେ ମୃତ, କିନ୍ତୁ ଜୀବନ ଫେରାଇ ଦେଲା ହମ୍ପସ
ଡାକ୍ତରଙ୍କ ଦ୍ୱାରା ମୃତ ଘୋଷିତ ହୋଇଥିବା ଜଣେ ବୃଦ୍ଧ ଘଟଣାକ୍ରମରେ ଜୀବିତ ଅବସ୍ଥାରେ ହସ୍ପିଟାଲରୁ ବାହାରିଛନ୍ତି।
National
ବାହା ହେବା ନିଶାରେ ଭାରତରୁ ପାକିସ୍ତାନ ପଳାଇଲେ, କିନ୍ତୁ...
ଯେଉଁ ଅନାଲାଇନ ବନ୍ଧୁଙ୍କୁ ବାହା ହେବାକୁ ଯୁବକ ଜଣଙ୍କ ଏତେ ରିସ୍କ ନେଇଥିଲେ, ସେ ନିଜେ ହିଁ ତାଙ୍କ ବାହାଘର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।