କରୋନାରୁ ସୁସ୍ଥ ହେଲେ ସିସୋଦିଆ, ହସ୍ପିଟାଲରୁ ଫେରିଲେ

ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବେ ସୁସ୍ଥ ହୋଇଛନ୍ତି। ସେ ଏକାଥରେ ଦୁଇଟି ରୋଗ- ଡେଙ୍ଗୁ ଓ କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ ଆଜି ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଏଥିସହ ସେ ଡେଙ୍ଗୁରୁ ମଧ୍ୟ ସୁସ୍ଥ ହୋଇ ଯାଇଛନ୍ତି। ସେ ସୁସ୍ଥ ହୋଇଯାଇଥିବାରୁ ତାଙ୍କୁ ଆଜି ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି। ମନୀଷ ସେପ୍ଟେମ୍ବର ୧୪ ତାରିଖରେ କରୋନାରେ ଆକ୍ରାନ୍ତ ହେବା ପରେ ହୋମ୍‌ ଆଇସୋଲେସନ୍‌ରେ […]

m

m

Hemant Lenka
  • Published: Tuesday, 29 September 2020
  • Updated: 29 September 2020, 05:56 PM IST

Sports

Latest News

ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବେ ସୁସ୍ଥ ହୋଇଛନ୍ତି। ସେ ଏକାଥରେ ଦୁଇଟି ରୋଗ- ଡେଙ୍ଗୁ ଓ କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ ଆଜି ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଏଥିସହ ସେ ଡେଙ୍ଗୁରୁ ମଧ୍ୟ ସୁସ୍ଥ ହୋଇ ଯାଇଛନ୍ତି। ସେ ସୁସ୍ଥ ହୋଇଯାଇଥିବାରୁ ତାଙ୍କୁ ଆଜି ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି।

ମନୀଷ ସେପ୍ଟେମ୍ବର ୧୪ ତାରିଖରେ କରୋନାରେ ଆକ୍ରାନ୍ତ ହେବା ପରେ ହୋମ୍‌ ଆଇସୋଲେସନ୍‌ରେ ରହିଥିଲେ। ତେବେ ସେପ୍ଟେମ୍ବର ୨୩ରେ ତାଙ୍କୁ ଲୋକ ନାୟକ ଜୟ ପ୍ରକାଶ ନାରାୟଣ(ଏଲ୍‌ଏନ୍‌ଜେପି) ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଫଳରେ ତାଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହୋଇଥିଲା।

ରକ୍ତ କଣିକା ହ୍ରାସ ସହିତ ଅମ୍ଳଜାନ ମାତ୍ରା କମିଯିବାରୁ ତାଙ୍କୁ ସେପ୍ଟେମ୍ବର ୨୪ ତାରିଖରେ ଦିଲ୍ଲୀର ମ୍ୟାକ୍ସ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ଏହାର ଗୋଟିଏ ଦିନ ପରେ ସେଠାରେ ତାଙ୍କୁ ପ୍ଲାଜ୍‌ମା ଥେରାପୀ କରାଯିବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା। ତେବେ ସେ ଏବେ ସଂପୂର୍ଣ୍ଣ ସୁସ୍ଥ ହୋଇଯାଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story