ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୂର୍ବରୁ ଶନିବାର ପ୍ରାକ୍ ବଜେଟ୍ ନେଇ ଦିଲ୍ଲୀରେ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀମାନଙ୍କ ଏକ ବୈଠକ ବସିଥିଲା। କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ। ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀ ଏଥିରେ ଯୋଗଦେଇ ନିଜର ଦାବି ଉପସ୍ଥାନ କରିଛନ୍ତି। ଏହାସହ ବୈଠକରେ ଜିଏସଟି ବିଲ୍ ପାସ୍ କରାଇବା ନେଇ ମଧ୍ୟ ଆଲୋଚନା ହୋଇଥିଲା। ଓଡ଼ିଶା ତରଫରୁ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ଗ୍ରୀନ୍ ଟ୍ୟାକ୍ସ ଲାଗୁ କରିବାକୁ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।