ନୂଆଦିଲ୍ଲୀ: ଆସନ୍ତାକାଲି ବା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ହାଇକୋର୍ଟ ନିର୍ଭୟା ମାମଲାରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଆବେଦନର ଶୁଣାଣି କରିବେ। ପୂର୍ବରୁ ପଟିଆଲା ହାଉସ୍ କୋର୍ଟ ୪ ନିର୍ଭାୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀଙ୍କ ଫାଶୀ ଦଣ୍ଡାଦେଶକୁ ସ୍ଥଗିତ ରଖିଥିଲେ। ଏହା ବିରୋଧରେ କେନ୍ଦ୍ର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।
କେନ୍ଦ୍ର ସରକାର ଏବଂ ତିହାର ଜେଲ୍ ତାଙ୍କ ଆବେଦନରେ ଦର୍ଶାଇଥିଲେ, ଦୋଷୀମାନେ ଗୋଟିଏ ପରେ ଗୋଟିଏ ରିଭ୍ୟୁ, କ୍ୟୁରେଟିଭ୍ ଏବଂ କ୍ଷମା ଆବେଦନ କରି ଏଭଳି ବିଳମ୍ବିତ ସ୍ଥିତିକୁ ନେଇଆସିଛନ୍ତି, ସେମାନଙ୍କୁ ଆଇନ ସହ ଖେଳିବା ପାଇଁ ଅନୁମତି ମିଳୁଥିବା ମନେ ହେଉଛି।
ଏହା ବ୍ୟତୀତ ମଙ୍ଗଳବାର ନିର୍ଭୟାଙ୍କ ପିତାମାତା ଦିଲ୍ଲୀ ହାଇକୋର୍ଟରେ ଆବେଦନ କରି ଦର୍ଶାଇଛନ୍ତି, କେନ୍ଦ୍ର ଓ ତିହାର ଜେଲ କର୍ତ୍ତୃପକ୍ଷଙ୍କ ଆବେଦନ ପ୍ରତି ଦୃଷ୍ଟି ଦିଆଯାଉ। ଜଷ୍ଟିସ୍ ସୁରେଶ କୁମାର କାଇ ଏହି ମାମଲାର ରାୟ ଶୁଣାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜହ୍ଲାଦ ପାଲଟିଲା ସ୍ୱାମୀ, ତୃତୀୟ ଝିଅ ଜନ୍ମ ହେବାରୁ ସ୍ତ୍ରୀକୁ ଜୀଅନ୍ତା ଜାଳିଦେଲା
ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱ ଚେସ୍ ଚାମ୍ପିଅନ୍ ଡି. ଗୁକେଶ
ମୋଦିଙ୍କୁ ନିଜ ବିଶ୍ୱ ଚେସ୍ ଚାମ୍ପିଅନସିପ୍ ମେଡାଲ୍ ଦେଖାଇବା ସହିତ, ସେ ଜିତିଥିବା ମ୍ୟାଚର ଅରିଜିନାଲ୍ ଚେସବୋର୍ଡ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି ଗୁକେଶ।
Crime
କବାଟ ଲକରେ କେମିତି ଝୁଲିଲେ ମହିଳା? ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ
ମହିଳାଙ୍କ ମୃତଦେହ ତାଙ୍କ ଘର କବାଟର ଲକରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୁଲିସ। ମହିଳାଙ୍କୁ ଜଣେ ପୁଲିସ କନଷ୍ଟେବଲ ହତ୍ୟା କରିଥିବା ତାଙ୍କ ସ୍ୱାମୀ ଅଭିଯୋଗ ଆଣିଛନ୍ତି।
Accident
ଅଭିନେତ୍ରୀଙ୍କ କାର ଧକ୍କାରେ ଶ୍ରମିକ ମୃତ, ଏକାଧିକ ଗୁରୁତର
ଲୋକପ୍ରିୟ ମରାଠି ଅଭିନେତ୍ରୀ ଉର୍ମିଳା କୋଠାରେ ଏକ ଶୁଟିଂ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।
National
ଦିଲ୍ଲୀରେ ୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ବାୟୁ ମାନରେ ଆସିଲା ଉନ୍ନତି
ଦିଲ୍ଲୀରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଫଳରେ ଦିନର ସର୍ବାଧିକ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସକୁ ଖସିଛି। ବର୍ଷା କାରଣରୁ ବାୟୁ ଗୁଣବତ୍ତାରେ ଉନ୍ନତି ଘଟିଛି ଏବଂ ବର୍ତ୍ତମାନ ସହରରୁ GRAP-3ର ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।