ନୂଆଦିଲ୍ଲୀ: ଦିଲ୍ଲୀରେ ବେକାବୁ ହୋଇଛି କରୋନା ଭାଇରସ। ପ୍ରଥମ ଥର ପାଇଁ ୨୪ ଘଣ୍ଟା ମଧ୍ୟରେ ୧୦୨୪ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ରହିଛି। ପୂର୍ବରୁ ଗୋଟିଏ ଦିନରେ ଦିଲ୍ଲୀରେ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୨୮୧ ଛୁଇଁଛି। ବୁଧବାର ୨୪ ଘଣ୍ଟାରେ ୭୯୨ ଜଣ କରୋନାରେ ସଂକ୍ରମିତ ହୋଇଥିଲେ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦିଲ୍ଲୀରେ ଏଯାବତ ୩୧୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏଯାବତ ୮୪୭୦ ଜଣ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ ଆକ୍ରାନ୍ତ ଆରୋଗ୍ୟ ହରାଇଥିବା ସୂଚନା ରହିଛି। ମୋଟ୍ ୭୪୯୫ ଜଣ ଆରୋଗ୍ୟ ହୋଇଥିବା ସୂଚନା ରହିଛି। ଅନ୍ୟପଟେ ଦିଲ୍ଲୀରେ ପୁଲିସଙ୍କ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।

Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।