ନୂଆଦିଲ୍ଲୀ: ଦିଲ୍ଲୀର ମୋହନ ଗାର୍ଡେନ୍ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠାରେ ଋତୁରାଜ ନାମକ ଜଣେ ପୁଲିସ୍ ସବ-ଇନ୍ସପେକ୍ଟର ଆଜି ସକାଳେ ନିଜକୁ ସର୍ଭିସ୍ ରିଭରବଲରେ ଗୁଳି କରିଦେଇଛନ୍ତି। ଯାହା ଫଳରେ ଘଟଣାସ୍ଥଳରେ ହିଁ ସବ-ଇନ୍ସପେକ୍ଟରଙ୍କର ମୃତ୍ୟୁ ହୋଇଛି।
https://twitter.com/ANI/status/1323135753057005568?s=20
ମିଳିଥିବା ସୂଚନା ଅନୁଯାୟୀ, ୨୬ ବର୍ଷୀୟ ଋତୁରାଜ ପଶ୍ଚିମ ବିହାରରେ ପୋଷ୍ଟିଂ ପାଇଥିଲେ। ଆସନ୍ତା ନଭେମ୍ବର ୧୭ ତାରିଖରେ ତାଙ୍କର ବିବାହ ମଧ୍ୟ ହୋଇଥାନ୍ତା। କିନ୍ତୁ ଏହା ପୂର୍ବରୁ ତାଙ୍କ ସହ ବଡ଼ ଅଘଟଣ ଘଟିଯାଇଛି।
ଘରେ ଉପସ୍ଥିତ ଥିବା ଋତୁରାଜଙ୍କ ପାଇଁ ଘଟଣା ସମ୍ବନ୍ଧରେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ୍ ଏବେ ଆତ୍ମହତ୍ୟାର କାରଣ ଖୋଜିବାରେ ଲାଗି ପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।