ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ପାଇଁ ଏବେ କରୋନା ଚିନ୍ତା ଜନକ ପାଲଟିଛି। ୨୪ ଘଣ୍ଟା ମଧ୍ୟରେ ୫୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଦିଲ୍ଲୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫୪ ହୋଇଛି। ସେହିପରି ୧୬୬ ଜଣ ବିଗତ ୨୪ ଘଣ୍ଟାରେ ପ୍ରାଣ ହରାଇବା ପରେ ମୋଟ୍ ମୃତକଙ୍କ ସଂଖ୍ୟା ୧୦,୫୫୪ ହୋଇଛି ଏ ନେଇ ଦିଲ୍ଲୀ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏବେ ୫୬୪୮ ଜଣ ଚିକିତ୍ସାଧୀନ ରହିଛନ୍ତି।
ସଂକ୍ରମିତଙ୍କ ସଂଖ୍ୟା ଅଧିକ ହେଉଥିବାରୁ ମୃତକଙ୍କ ସଂଖ୍ୟା ବଢ଼ୁଛି ବୋଲି କରୋନା ମୃତ୍ୟୁ ବାବଦରେ ସମୀକ୍ଷା କରୁଥିବା କମିଟି କହିଛି। ତେବେ ୨୪ ଘଣ୍ଟା ମଧ୍ୟରେ ୨୬୫ ଜଣ ଆରୋଗ୍ୟ ହୋଇଛନ୍ତି ବୋଲି ଦିଲ୍ଲୀ ସରକାର କହିଛନ୍ତି।
ମୃତ ୧୬୬ ଜଣଙ୍କ ମଧ୍ୟରୁ ୧୪୧ ଆକ୍ରାନ୍ତଙ୍କ ପାଖରେ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ୩୪ ଜଣଙ୍କ ବୟସ ୫୦ ବର୍ଷରୁ କମ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।