ନୂଆଦିଲ୍ଲୀ: ଲକଡାଉନ କୋହଳ ହେବା ପରଠାରୁ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାରର ନିକଟରେ ପହଞ୍ଚି ଯାଇଛି।
ଆଜି ଗୋଟିଏ ଦିନରେ ଦିଲ୍ଲୀରେ ୧୦୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୯୪୩ରେ ପହଞ୍ଚି ଯାଇଛି।
ସେହିପରି ୨୪ ଘଣ୍ଟାରେ କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ଦିଲ୍ଲୀରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୪କୁ ବୃଦ୍ଧି ପାଇଛି। ପ୍ରାୟ ୧୧ ହଜାର ଲୋକ କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।