ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀରେ ଏକ ବଡ଼ ଧରଣର ଆତଙ୍କୀ ହମଲା କରିବାକୁ ଯୋଜନା କରିଛି ଆତଙ୍କବାଦୀ ସଂଗଠନ ଲଶ୍କର –ଏ-ତୋଇବା। ଏଥିପାଇଁ ସଂଗଠନର ଦୁଇ ଜଣ ସଦସ୍ୟ ଦିଲ୍ଲୀ ପ୍ରବେଶ କରିଛନ୍ତି। ସେମାନେ ଦିଲ୍ଲୀର କୌଣସି ଏକ ସ୍ଥାନରେ ଲୁଚି ରହିଛନ୍ତି। ସେମାନେ ଆତ୍ମଘାତୀ ଆକ୍ରମଣ କରିବାକୁ ଆସିଥିବା କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥାଗୁଡ଼ିକ ସୂଚନା ଦେଇଛନ୍ତି। ଏହି ଦୁଇ ଆତଙ୍କୀଙ୍କ ନାଁ ଦୁଜନ ଓ ଉକାଶ ବୋଲି ଜଣାପଡ଼ିଛି। ସେମାନେ ପାକ୍ ଅଧିକୃତ କାଶ୍ମୀରୁ ଜମ୍ମୁଓ କାଶ୍ମୀରକୁ ଅନୁପ୍ରବେଶ କରିଥିଲେ। ତା’ପରେ ସେମାନେ ଦିଲ୍ଲୀ ଚାଲି ଆସିଥିବା ଗୁଇନ୍ଦା ସଂସ୍ଥାଗୁଡ଼ିକ ସୂଚନା ଦେଇଛନ୍ତି। ସେମାନେ ନିଜ ନାଁ ବଦଳାଇଛନ୍ତି। ସେମାନେ ନିଜକୁ ଭିନ୍ନ ଭିନ୍ନ ନାମରେ ପରିଚୟ ଦେଉଛନ୍ତି ବୋଲି କୁହାଯାଇଛି। ସେମାନେ ଦିଲ୍ଲୀର ଜନଗହଳି ପୂର୍ଣ୍ଣ ସ୍ଥାନଗୁଡ଼ିକୁ ଟାର୍ଗେଟ୍ କରିପାରନ୍ତି ବୋଲି କୁହାଯାଉଛି। ଦିଲ୍ଲୀ ପୋଲିସ୍ ସେମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯିବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରି ଦେଇଛି। ତା’ସହିତ ଅପରାଧିକ ଷଡ଼ଯନ୍ତ୍ର ଓ ବେଆଇନ୍ ପ୍ରବେଶ ନେଇ ଦୁଇଟି ମାମଲା ମଧ୍ୟ ରୁଜୁ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।