ନୂଆଦିଲ୍ଲୀ: ଦେଶର ମୁଖ ବିଚାରପତି ଜଷ୍ଟିସ୍ ଟି.ଏସ୍. ଠାକୁରଙ୍କ ଆଖିରେ ଲୁହ। ପ୍ରଧାନମନ୍ତ୍ରୀ, ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସାମ୍ନାରେ ନିଜ କୋହକୁ ରୋକି ପାରିଲେନି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି। ଆଜି ଦିଲ୍ଲୀରେ ଅନୁଷ୍ଠିତ ସବୁ ହାଇକୋର୍ଟର ମୁଖ୍ୟ ବିଚାରପତି ଓ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମିଳିତ ସମ୍ମିଳନୀରେ ଉଦ୍ବୋଧନ ଦେବା ବେଳେ ଦେଶରେ ନ୍ୟାୟିକ ବ୍ୟବସ୍ଥାର ସ୍ଥିତି ବର୍ଣ୍ଣନା କରି ସେ ଭାବବିହ୍ୱଳ ହୋଇଯାଇଥିଲେ।
ଜଷ୍ଟିସ୍ ଠାକୁର କହିଥିଲେ ଯେ ଦେଶର ନ୍ୟାୟିକ ବ୍ୟବସ୍ଥାର ଉନ୍ନତି ହୋଇପାରୁ ନାହିଁ। ଏଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଆଉ ଏଥିଯୋଗୁଁ ବିଚାର ବ୍ୟବସ୍ଥା ପ୍ରଭାବିତ ହେଉଛି। ବହୁ ସଂଖ୍ୟାରେ ବିଚାରପତି ପଦବୀ ଖାଲି ପଡ଼ିଛି। ଆଉ ଆବଶ୍ୟକ ବିଚାରପତିଙ୍କ ଅଭାବରୁ ପାଖାପାଖି ୩୮ ଲକ୍ଷ ମାମଲାର ବିଚାର ହୋଇପାରୁ ନାହିଁ।
ପ୍ରଧାନ ବିଚାରପତିଙ୍କ ଏହି ଉଦ୍ବୋଧନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିବାହ ବିଷୟରେ ଜାଣିଦେବା ଡରରେ ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।
National
NIA ପଞ୍ଝାରେ ରାୱଣ୍ଡାରେ ଗିରଫ ହୋଇଥିବା କୁଖ୍ୟାତ ଲସ୍କର ଆତଙ୍କବାଦୀ
ରାୱଣ୍ଡା ତଦନ୍ତକାରୀ ବ୍ୟୁରୋ(ଆରଆଇବି), ଇଣ୍ଟରପୋଲ ଓ ନ୍ୟାଶନାଲ ସେଣ୍ଟ୍ରାଲ ବ୍ୟୁରୋ(ଏନସିବି)ର ମିଳିତ ଉଦ୍ୟମରେ ସଲମାନକୁ ଗତକାଲି ରାୱଣ୍ଡାର ରାଜଧାନୀ କିଗାଲିକୁ ଗିରଫ କରାଯାଇଥିଲା।
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।