ୟୌଙ୍ଗୟାଙ୍ଗ: ବାରମ୍ବାର ଧମକ ଓ ପ୍ରତିବନ୍ଧକ ଉତ୍ତର କୋରିଆ ଉପରେ କିଛି ପ୍ରଭାବ ପକାଉ ନାହିଁ। ଗୁରୁବାର ଏକ କ୍ଷେପଣାସ୍ତ୍ର ପରୀକ୍ଷଣ କରି ବିଶ୍ୱବ୍ୟାପୀ ସମାଲୋଚନାର ଶିକାର ହୋଇଥିବା ଏହି ରାଷ୍ଟ୍ର ପକ୍ଷରୁ ଆବଶ୍ୟକ ପଡିଲେ ପରମାଣୁ ଅସ୍ତ୍ର ପ୍ରୟୋଗ କରାଯିବ ବୋଲି ଆଜି ଧମକ ଦିଆଯାଇଛି।
ଉତ୍ତର କୋରିଆର ଏକଛତ୍ରବାଦ ଶାସକ ରାଷ୍ଟ୍ରପତି କିମ୍ ଜୋଙ୍ଗ ଉନ୍ କହିଛନ୍ତି, “ଦେଶର ସର୍ବଭୌମତ୍ୱର ସୁରକ୍ଷା ପାଇଁ ପରମାଣୁ ଶକ୍ତି ସମ୍ପନ୍ନ ହେବା ଜରୁରୀ। ଏହାସହ ଆବଶ୍ୟକ ପଡିଲେ ଏହାକୁ ବ୍ୟବହାର କରିବା ହିଁ ଏକମାତ୍ର ବିକଳ୍ପ ହେବ। ଶତ୍ରୁ ଉତ୍ତର କୋରିଆ ଉପରେ ନଜର ରଖିଛନ୍ତି। ଏଥିପାଇଁ ଦେଶର ରକ୍ଷା ପାଇଁ ସେନା ଯେ କୌଣସି ସମୟରେ ପରମାଣୁ ଅସ୍ତ୍ର ବ୍ୟବହାର ଲାଗି ପ୍ରସ୍ତୁତ ରହିବା ଆବଶ୍ୟକ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।