ଦେଶବାସୀଙ୍କୁ ଦୀପାବଳି ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଟ୍ୱିଟ୍ କରି ଦେଶବାସୀଙ୍କ ସମେତ ବିଦେଶରେ ରହୁଥିବା ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଦୂଷଣଠାରୁ ଦୂରେଇ ରହି ଦୀପାବଳି ପାଳନ କରିବାକୁ ରାଷ୍ଟ୍ରପତି ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସମସ୍ତ ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ବାରାକ୍ ଓବାମା ମୋଦିଙ୍କୁ ଦୀପାବଳି ଅଭିନନ୍ଦନ ଜଣାଇଛନ୍ତି।

pm

Rakesh Mallick
  • Published: Wednesday, 11 November 2015
  • , Updated: 11 November 2015, 08:45 AM IST

Related story