ସୂଚନାଯୋଗ୍ୟ, ଶୁକ୍ରବାର ସଂସଦରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରାମବିଲାସ ପାଶ୍ୱାନ କେନ୍ଦ୍ର ସରକାର ଖୁବଶୀଘ୍ର 'ଗୋଟିଏ ଦେଶ, ଗୋଟିଏ ରାସନ କାର୍ଡ' ଯୋଜନା ଆଣିବାକୁ ଯାଉଛନ୍ତି ବୋଲି କହିଥିଲେ। ଏହାପରେ ଗତକାଲି ମଧ୍ୟ ରାମ ବିଲାସ ପାସଓ୍ୱାନ ସାମ୍ୱାଦିକ ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇଥିଲେ। ଏହି ଯୋଜନା ଲାଗୁ ହେଲେ ଦେଶର ଯେକୌଣସି ସ୍ଥାନରେ ପଞ୍ଜିକୃତ ଉପଭୋକ୍ତା ନିଜ ରାସନ କାର୍ଡ ଦେଖାଇ ଏହି ସେବାର ଲାଭ ପାଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା, ୨ ମୃତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।
National
ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍ପି
ଉତ୍ତରପ୍ରେଦଶର ୯ଟି ବିଧାନସଭା ଆସନରୁ ଗୋଟିଏରେ ବି ଜିତି ପାରି ନାହିଁ ବିଏସ୍ପି। ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛି।