ନୂଆଦିଲ୍ଲୀ: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ପ୍ରଥମଥର ଲାଗି ଏସିଆ ଗସ୍ତ କରିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ନଭେମ୍ବର ୩-୧୪ ତାରିଖ ମଧ୍ୟରେ ଦକ୍ଷିଣ କୋରିଆ, ଚୀନ୍, ଭିଏତନାମ, ଜାପନ ଏବଂ ଫିଲିପାଇନ୍ସ ଗସ୍ତରେ ଆସିବେ ଟ୍ରମ୍ପ। ଭିଏତନାମାରେ ହେବାକୁ ଥିବା ଏସିଆ ପାସିଫିକ୍ ଇକୋନୋମୀ କୋପରେସନ ଫୋରମ୍ ସମ୍ମିଳନୀରେ ସେ ଯୋଗ ଦେବେ। ଉତ୍ତର କୋରିଆକୁ ଚେକ୍ ଦେବା ପାଇଁ ସେ ଏହି ଗସ୍ତ କରୁଛନ୍ତି। କିଛି ଦିନି ହେବ ଆମେରିକା ଓ ଉତ୍ତର କୋରିଆ ରାଷ୍ଟ୍ରପତିଙ୍କ ମଧ୍ୟରେ ବାକଯୁଦ୍ଧ ଲାଗି ରହିଛି।
ଉତ୍ତର କୋରିଆ ରାଷ୍ଟ୍ରପତି କିମ୍ ବାରମ୍ବାର ପରମାଣୁ ଏବଂ ହାଇଡ୍ରୋଜେନ ବୋମା ପରୀକ୍ଷା କରୁଥିବାକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ତିକ୍ତତା ଲାଗି ରହିଛି। ତେବେ ଭାରତ ଗସ୍ତରେ ଆସିବେନି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ମୋଦିଙ୍କ ଆମେରିକା ଗସ୍ତବେଳେ ଡୋନାଲ୍ଡ ଟ୍ରମ୍ପଙ୍କୁ ସପରିବାର ଭାରତ ଆସିବାକୁ ସେ ଆମନ୍ତ୍ରଣ କରିଥିଲେ। ଆମନ୍ତ୍ରଣକୁ ଗ୍ରହଣ କରିଥିଲେ ମଧ୍ୟ ରାଷ୍ଟ୍ରପତିଙ୍କ ଏସିଆ ଗସ୍ତରେ ଭାରତକୁ ହ୍ୱାଇଟହାଉସ ପକ୍ଷରୁ ସାମିଲ କରାଯାଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।