ନୂଆଦିଲ୍ଲୀ: ଦାଦ୍ରିରେ ଗୋମାଂସ ଖାଇବା ଘଟଣାରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରେଡିଓରେ ଦେଇଥିବା ବାର୍ତ୍ତାରେ ରାଜନୈତିକ ଦଳମାନଙ୍କୁ ଟାର୍ଗେଟ କରିଛନ୍ତି । ଏଥିରେ ସେ କୌଣସି ରାଜନୈତିକ ଦଳର ନାଁ ନ ନେଇ କିଛି ନେତା ଓ ସଂଗଠନ ଉପରେ ଆରୋପ ଲଗାଇଛନ୍ତି। ସେ କହିଛନ୍ତି ଦ୍ରାଦିରେ ଘଟିଥିବା ହିଂସାକାଣ୍ଡ ପାଇଁ ଏହି ନେତା ଓ ସଂଗଠନମାନେ ଦାୟୀ। ଏହି ନେତା ଓ ସଂଗଠନମାନେ ଧର୍ମପୀଠରେ ମାଂସ ଫୋପାଡି ହିଂସା ସୃଷ୍ଟି କରୁଛନ୍ତି ।
ସୂଚନାଯୋଗ୍ୟ ଯେ, ଦାଦ୍ରିରେ ଗୋମାଂସ ରଖିବା ଅଭିଯୋଗରେ ଇକଲାଖ ନାମକ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା । ଏହାସହ ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ମାଡରେ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।