ନୂଆଦିଲ୍ଲୀ: ଦିଲ୍ଲୀର ସୂର୍ଯ୍ୟ କିରଣ କଲୋନୀ ଅଞ୍ଚଳରେ ଗତକାଲି ଏକ ବଡ଼ ଅଘଟଣ ଘଟିଛି। ଯମୁନା ନଦୀରେ ବିସର୍ଜନ ହୋଇ ସାରିଥିବା ମୂର୍ତ୍ତି ପାଣିରେ ଅଟକି ଯିବାରୁ ତାହାକୁ ଭସାଇବାକୁ ଯାଇ ୫ ଯୁବକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପ୍ରଘଟ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଏହି ଯୁବକମାନେ ରବିବାର ଶ୍ରୀକୃଷ୍ଣଙ୍କ ପ୍ରତିମାକୁ ବିସର୍ଜନ କରିବାକୁ ଡିଏନଡି ଫ୍ଲାଏ ଓଭର ତଳେ ପ୍ରବାହିତ ଯମୁନା ନଦୀକୁ ଯାଇଥିଲେ। ମୂର୍ତ୍ତିଟି ବିସର୍ଜନ ହେବା ପରେ କିଛି ବାଟ ଯାଇ ଅଟକି ଯାଇଥିଲା। ଏହାଦେଖି ଉକ୍ତ ମୂର୍ତ୍ତିକୁ ପାଣିରେ ଭସାଇବା ପାଇଁ ୫ ଯୁବକ ନଦୀର ପ୍ରଖର ସ୍ରୋତରେ ପଶିଥିଲେ। ମାତ୍ର ଆଉ ସେମାନେ ପାଣିରୁ ବାହାରି ପାରି ନ ଥିଲେ ।
ଖବର ପାଇବା ମାତ୍ରେ ପୁଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି ପରେ ୫ ମୃତଦେହ ଉଦ୍ଧାର କରିଥିଲେ। ମୃତ ଯୁବକମାନଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତକଙ୍କ ବୟସ ୨୦ ବର୍ଷ ପାଖାପାଖି ହେବ ବୋଲି ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।