ଅଗଷ୍ଟ ୫ରେ ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ: ଅଗଷ୍ଟ ୫ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ମତଦାନ ହେବ। ଜୁଲାଇ ୪ ତାରିଖରେ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ୧୮ ଜୁଲାଇରେ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ୧୯ ଜୁଲାଇରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୨୧ ଜୁଲାଇକୁ ନାମାଙ୍କନପତ୍ର ପ୍ରତ୍ୟାହାର ପାଇଁ ତାରିଖ ସ୍ଥିର ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ନସିମ ଜୈଦି ଏହି ସୂଚନା ଦେଇଛନ୍ତି। ଲୋକସଭା ଓ ରାଜ୍ୟସଭାର ସଦସ୍ୟମାନେ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ […]

nasim_zaidi

nasim_zaidi

Rakesh Mallick
  • Published: Thursday, 29 June 2017
  • Updated: 29 June 2017, 12:34 PM IST

Sports

Latest News

ନୂଆଦିଲ୍ଲୀ: ଅଗଷ୍ଟ ୫ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ମତଦାନ ହେବ। ଜୁଲାଇ ୪ ତାରିଖରେ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ୧୮ ଜୁଲାଇରେ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ୧୯ ଜୁଲାଇରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୨୧ ଜୁଲାଇକୁ ନାମାଙ୍କନପତ୍ର ପ୍ରତ୍ୟାହାର ପାଇଁ ତାରିଖ ସ୍ଥିର ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ନସିମ ଜୈଦି ଏହି ସୂଚନା ଦେଇଛନ୍ତି।

ଲୋକସଭା ଓ ରାଜ୍ୟସଭାର ସଦସ୍ୟମାନେ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିଥାନ୍ତି। ଉପରାଷ୍ଟ୍ରପତି ରାଜ୍ୟସଭାର ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥାନ୍ତି।

ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନ୍‌ଡିଏ ବିହାରର ପୂର୍ବତନ ରାଜ୍ୟପାଳ ରାମନାଥ କୋବିନ୍ଦଙ୍କୁ ପ୍ରାର୍ଥୀ କରିଛି। ସେହିପରି ବିରୋଧୀ ପୂର୍ବ ଲୋକସଭା ଅଧ୍ୟକ୍ଷ ମୀରା କୁମାରଙ୍କୁ ପ୍ରାର୍ଥୀ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story