ହିମାଚଳ ପ୍ରଦେଶରେ ଲାଗୁ ହେଲା ଆଚରଣ ବିଧି: ନଭେମ୍ବର ୯ରେ ଭୋଟ୍, ଡିସେମ୍ବର ୧୮ ରେ ଗଣତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍। ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନଭେମ୍ବର ୮ ତାରିଖରେ ହିମାଚଳ ପ୍ରଦେଶ ନିର୍ବାଚନ ହେବ। ଡିସେମ୍ବର ୧୮ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏଥିପାଇଁ ଆଜିଠୁ ଆଚରଣ ବିଧି ଲାଗୁ ହୋଇଛି। ନିର୍ବାଚନ କମିଶନ କହିଛନ୍ତି, ସବୁ ନିର୍ବାଚନ ରାଲିର ଭିଡିଓଗ୍ରାଫି କରାଯିବ। […]

Rakesh Mallick
  • Published: Thursday, 12 October 2017
  • Updated: 12 October 2017, 05:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍। ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନଭେମ୍ବର ୮ ତାରିଖରେ ହିମାଚଳ ପ୍ରଦେଶ ନିର୍ବାଚନ ହେବ। ଡିସେମ୍ବର ୧୮ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏଥିପାଇଁ ଆଜିଠୁ ଆଚରଣ ବିଧି ଲାଗୁ ହୋଇଛି। ନିର୍ବାଚନ କମିଶନ କହିଛନ୍ତି, ସବୁ ନିର୍ବାଚନ ରାଲିର ଭିଡିଓଗ୍ରାଫି କରାଯିବ। ୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶରେ ଏବେ ବୀରଭଦ୍ର ସିଂଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ରହିଛି। ତେବେ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇନାଁହି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story