ନୂଆଦିଲ୍ଲୀ: ଦେଶର ୭ଟି ରାଜ୍ୟରେ ଖାଲି ପଡ଼ିଥିବା ୧୮ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ଏ ନେଇ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଜୁନ୍ ୧୯ ରହିଛି ନିର୍ବାଚନ ତାରିଖ। ଆନ୍ଧ୍ରପ୍ରଦେଶ, ଗୁଜରାଟ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ମଣିପୁର, ମେଘାଳୟ ଏବଂ ରାଜସ୍ଥାନରେ ୧୮ଟି ଆସନ ଖାଲି ପଡ଼ିଛି। ୧୯ ତାରିଖ ଦିନ ଭୋଟିଂ ହେବ ଆଉ ଅପରାହ୍ନ ୫ଟା ସୁଦ୍ଧା ଭୋଟ ଗଣତି ହେବ ବୋଲି ଜଣାପଡ଼ିଛି।
https://twitter.com/ANI/status/1267431906393509892
ସୂଚନାଯୋଗ୍ୟ, ଏହି ୧୮ ଆସନ ପାଇଁ ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ତାରିଖ ଘୋଷଣା ହୋଇଥିଲା। ହେଲେ କରୋନା ମହାମାରୀ ପାଇଁ ଦେଶ ୨୫ ତାରିଖ ପାଖରୁ ଲକଡାଉନ୍ ରହିଥିବାରୁ ସାମୟିକ ସମୟ ପାଇଁ ନିର୍ବାଚନ ବାତିଲ୍ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।