ନୂଆଦିଲ୍ଲୀ: ଦେଶରେ ଶକ୍ତିର ଅଭାବ କମିଛି। ପୂର୍ବରୁ ଶକ୍ତିର ଅଭାବ ୪ ପ୍ରତିଶତ ରହିଥିବା ବେଳେ ଏବେ ଏହା ୨.୩ ପ୍ରତିଶତକୁ ଖସିଛି। ୨୦୧୪ ମେ’ରେ କେନ୍ଦ୍ରରେ ନୂଆ ସରକାର ଆସିବା ପରେ ଶକ୍ତି ଅଭାବ କ୍ଷେତ୍ରରେ ଏହି ଉନ୍ନତି ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବା ପରିପ୍ରେକ୍ଷୀରେ ମିଳିତ ଅଧିବେଶନକୁ ଉଦ୍ବୋଧନ ଦେଇ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ଏହା କହିଛନ୍ତି।
ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଥିଲେ ଯେ ୨୦୧୮ ମେ’ ସୁଦ୍ଧା ଦେଶର ସମସ୍ତ ଗାଁକୁ ବିଦ୍ୟୁତ୍ ଶକ୍ତି ଯୋଗାଇ ଦେବା ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକରେ ବିଦ୍ୟୁତ୍ ବିତରଣ କଂପାନୀଗୁଡ଼ିକର ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ସରକାର ଉଦୟ ଯୋଜନା ଆରମ୍ଭ କରିଛନ୍ତି। ଝାଡ଼ଖଣ୍ଡ, ଛତିଶଗଡ଼,ବିହାର, ରାଜସ୍ଥାନ, ଉତ୍ତର ପ୍ରଦେଶ ଓ ଗୁଜରାଟ ଉଦୟ ଯୋଜନାରେ ସାମିଲ ହୋଇଛନ୍ତି। ସେହିପରି ଗ୍ରାହକମାନେ ଯେପରି ସୁଲଭ ମୂଲ୍ୟରେ ବିଦ୍ୟୁତ୍ କ୍ରୟ କରିପାରିବେ ସେଥିପାଇଁ ନୂଆ ଟାରିଫ୍ ନୀତିରେ ସଂଶୋଧନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।