ୱାଶିଂଟନ୍: ଆତଙ୍କବାଦୀ ସଙ୍ଗଠନ ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ପୁଣି ଥରେ ଇଂଞ୍ଜିନିୟରମାନଙ୍କୁ ନିଯୁକ୍ତି ଦେଉଛି। ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ଜୁଲି ବଶପ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇସଲାମିକ୍ ଷ୍ଟେଟ୍ ରାସାୟନିକ ଅସ୍ତ୍ରଶସ୍ତ୍ର ତିଆରି କରିବା ପାଇଁ ତାଲିମପ୍ରାପ୍ତ ଇଂଞ୍ଜିନିୟର ମାନଙ୍କୁ ନିଯୁକ୍ତି ଦେଉଛି। ଏହା ଅଷ୍ଟ୍ରେଲିଆ ସମେତ ଅନ୍ୟମାନଙ୍କ ପାଇଁ ବିପଦଜନକ।
ଆଇଏସ୍ ନିଜ ଲକ୍ଷ୍ୟ ପୂରଣ କରିବା ପାଇଁ ଯେକୌଣସି ସ୍ତରକୁ ଯାଇପାରେ। ଏହି ଆତଙ୍କବାଦୀ ସଙ୍ଗଠନ କ୍ଲୋରିଲର ବ୍ୟବହାର କରିବା ଓ ଟେକନିକାଲ ପ୍ରଫେସର ମାନଙ୍କୁ ନିଯୁକ୍ତି ଦେବା ନିଶ୍ଚିତ ଭାବେ ଏକ ଗମ୍ଭୀର ପ୍ରସଙ୍ଗ। ଏହା ଏକ ନିଶ୍ଚିତ ବିପଦ ଆଡକୁ ମୁହାଁଉଛି ବୋଲି ସେ ସତର୍କ କରାଇ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।